କଟକରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୩୫ ଆକ୍ରାନ୍ତ; ରାଉସପାଟଣାରୁ ଅଛନ୍ତି ୨୦

କଟକ ଅଫିସ,୨୫।୭: କଟକ ସହରରେ ଶନିବାର ୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଇନଷ୍ଟିଚ୍ୟୁଟ୍‌ କ୍ୱାରାଣ୍ଟାଇନ୍‌ କେସ୍‌, ୨୬ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ଲୋକାଲ କଣ୍ଟାକ୍ଟ କେସ୍‌ ୩ଜଣ ରହିଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୪ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ରାଉସପାଟଣା କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୨୦ ଜଣ ରହିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri