ପୋଲିସ ଟ୍ରେନିଂ ସେଣ୍ଟରରେ କରୋନା

ରାୟପୁର,୧୬।୭: ଛତିଶଗଡ଼ ରାଜନାନ୍ଦଗାଓଁ ସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ ବ୍ୟାପିଲା କରୋନା। ଏଠାରେ ୩୫ଜଣ ଯବାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏହି ଟ୍ରେନିଂ ସେଣ୍ଟରକୁ ରାଜ୍ୟର ବିଭିନ୍ନ ଜିଲାରୁ ଯବାନମାନେ ତାଲିମ ନେବାକୁ ଆସିଥାନ୍ତି। ତେବେ ୩୫ଜଣ ଯବାନ କରୋନାରେ ଆକ୍ରାନ୍ତ ହେବା ପରେ ଅନ୍ୟ ୬୫୦ ଯବାନଙ୍କ ଉପରେ ନଜର ରଖାଯାଇଛି। ବର୍ତ୍ତମାନ ଦେଶରେ କରୋନା ଡେଲ୍ଟା ଭାରିଆଣ୍ଟ ଅଧିକ ମାମଲା ସାମ୍ନାକୁ ଆସିଛି। ଅନ୍ୟପଟେ ଅଗଷ୍ଟ ଶେଷ ସପ୍ତାହରେ ତୃତୀୟ ଲହର ଆସିବା ନେଇ ଆଶଙ୍କା କରାଯାଉଛି। ଏହପରେ ସମସ୍ତ ରାଜ୍ୟରେ ଆଗୁଆ ପ୍ରସ୍ତୁତି କରାଯିବା ସହ ଉଚ୍‌ିତ ପଦକ୍ଷେପ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri