ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୨ ହଜାର ୭୭୩ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୩, ଭଦ୍ରକରୁ ୬, ବଲାଙ୍ଗୀରରୁ ୪, କଟକରୁ ୩୫, ଦେବଗଡରୁ ୧, ଗଜପତିରୁ ୨, ଜଗତ୍‌ସିଂହପୁରରୁ ୧୦, ଯାଜପୁରରୁ ୧୫, ଝାରସୁଗୁଡାରୁ ୧, କେନ୍ଦୁଝରରୁ ୧, ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୬, ନୂଆପଡାରୁ ୧, ପୁରୀରୁ ୬, ସମ୍ବଲପୁରରୁ ୫, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୪ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri