ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୫୧୯ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୩୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨୦ ଜଣ ଚିହ୍ନଟ ହୋଇଛନ୍ତି।
୩,୫୩୫ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୩ ହଜାର ୦୬୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୧୧ ହଜାର ୭୮୦ ଜଣ ସୁସ୍ଥ ହୋଇସାରିଛନ୍ତି। ୪୭ ହଜାର ୭୯୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅପରାହ୍ନ ୪ରୁ ଟିକା ପଞ୍ଜୀକରଣ

ଭୁବନେଶ୍ବର, ୨୮।୪(ବ୍ୟୁରୋ): ସାରାଦେଶରେ ମେ ୧ରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। କେନ୍ଦ୍ରସରକାରଙ୍କ ନିର୍ଦ୍ଦେଶ ଅନୁସାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆଜିଠୁ ପଞ୍ଜୀକରଣ...

‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ...

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ...

୭ ଦଲାଲ୍‌ଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୫।୨ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।...

ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼...

ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ): ରାଜ୍ୟରେ ପୁଣି ପିଆଜ ଦର ବଢ଼ିଲା। ପାଖାପାଖି ଦୁଇମାସ ଧରି ପିଆଜ ଦର ଆକାଶଛୁଆଁ ରହିଥିବାବେଳେ କିଛିଦିନ ହେବ ଦର ହ୍ରାସ ପାଇଥିଲା।...

ଭାଜପାର ‘ଓ୍ବାନ୍‌ ଡିଷ୍ଟ୍ରିକ୍ଟ ଓ୍ବାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆରମ୍ଭ

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କରୋନାକୁ ମୁକାବିଲା ପାଇଁ ଶୁକ୍ରବାର ଭାଜପା କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ସ୍ତରରେ ଆଉ ଏକ ପାଦ ଆଗେଇଛି। ‘ୱାନ୍‌ ଡିଷ୍ଟ୍‌ରକ୍ଟ ୱାନ୍‌ କୋଭିଡ୍‌-୧୯...

ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା...

Advertisement
Archives

Model This Week