Posted inଜାତୀୟ

ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ,୪।୭: ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି। ଦୁଇ ପରସ୍ପର ବିରୋଧୀ ନେତାଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋଦି ଟୁଇଟ୍‌ କରି ଶୁଭକାମନା ଜଣାଇବା ସହିତ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ସେହିପରି ମମତା ବାନାର୍ଜୀ ଟୁଇଟ୍‌ କରି ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହିତ ଶେଷରେ ଜୟ ଜଗନ୍ନାଥ ଲେଖିଛନ୍ତି।


All Right Reserved By Dharitri.Com

‘ଏମିତି ହୁଏନି ଭାଇ’ କହି ସୁଷମାଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜ ଓ ତାଙ୍କ କାର୍ଯ୍ୟଶୈଳୀକୁ ମନେପକାଇଛନ୍ତି। ଦିଲ୍ଲୀର...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ...

୮ ବିଦେଶିନୀଙ୍କ ସମେତ ୩୫ ଗିରଫ

ନୋଇଡ଼ା,୨ା୭: ଉତ୍ତରପ୍ରଦେଶର ନୋଇଡ଼ାରେ ଥିବା ସ୍ପା ସେଣ୍ଟର ଉପରେ ପୋଲିସ ଚଢାଉ କରି ୩୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୮ ବିଦେଶିନୀଙ୍କୁ ମିଶାଇ...

ନୀତୀଶ କୁମାରଙ୍କ ଗାଡି ଉପରକୁ କାଳିମାଡ

ପାଟନା,୨୪।୯: ବିହାର ମୁଜଫରନଗରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡି ଉପରକୁ ମଙ୍ଗଳବାର ଗରିବ ଜନକ୍ରାନ୍ତି ଦଳର କର୍ମକର୍ତ୍ତମାନେ କାଳି ମାଡ କରିବା ସହ କଳା ପତାକା...

ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ମତେ ଛାଡ଼ିଦେବେ: ରଘୁରାମ ରାଜନ

ଚେନ୍ନାଇ,୨୭।୪: ଭାରତର ବର୍ତ୍ତମାନର ରାଜନୈତିକ ପୃଷ୍ଠଭୂମି ସମଗ୍ର ପୃଥିବୀ ଭଳି ସମାନ। ତେବେ ଭାରତର ରାଜନୈତିକ ସ୍ଥିତି ଖରାପ ନାହିଁ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ...

ପଠାନକୋଟ ଏୟାରବେସ୍‌ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର

ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି।...

ଅକ୍ସିଜେନ୍‌ ଓ ମେଡିକାଲ କିଟ୍‌ ସହ ଯାତ୍ରା ମାର୍ଗରେ ମୁତୟନ ହେଲେ ଆଇଟିବିପିର ଯବାନ

ନୂଆଦିଲ୍ଲୀ,୧।୭: ମହାଦେବଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଆଇଟିବିପି ନିଜର ୫ହଜାରରୁ ଊର୍ଦ୍ଧ୍ୱ ଯବାନଙ୍କୁ ଅମରନାଥ ଯାତ୍ରା ମାର୍ଗରେ ମୁତୟନ କରିଛି।...

ରାଜ୍ୟପାଳଙ୍କୁ ଭେଟିଲେ ହେମନ୍ତ: ୨୯ରେ ନେବେ ଶପଥ

ରାଞ୍ଚି,୨୫ା୧୨(ପି.ଟି.): ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ମଙ୍ଗଳବାର ରାଜ୍ୟପାଳ ଦ୍ରୌପଦୀ...

Leave a comment

Your email address will not be published. Required fields are marked *