ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୯୫୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୨ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri