ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୮୦ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬୨ ଏବଂ ବୌଦ୍ଧରୁ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୭, ବରଗଡ଼ ୧୨, ଭଦ୍ରକ ୨, ବଲାଙ୍ଗୀର ୨୫, କଟକ ୨୨, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୧, ଯାଜପୁର ୧୦, ଝାରସୁଗୁଡ଼ା ୪, କଳାହାଣ୍ଡି ୧୪, କନ୍ଧମାଳ ୨ କେନ୍ଦ୍ରାପଡ଼ା ୧, କେନ୍ଦୁଝର ୪, କୋରାପୁଟ ୨,ମାଲକାନଗିରି ୨, ମୟୂରଭଞ୍ଜ ୮, ନବରଙ୍ଗପୁର ୧୨, ନୟାଗଡ଼ ୪, ନୂଆପଡ଼ା ୧୧, ପୁରୀ ୪, ରାୟଗଡ଼ାରୁ ୪ ଏବଂ ସୋନପୁରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ବେଳେ ୧୩,୧୪,୭୫୨ ଜଣ ସୁସ୍ଥ ହୋଇଛନ୍ତି। ୨୧୪୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ମେଳାରେ ବିଦେଶୀ ପର୍ଯ୍ୟଟକଙ୍କ ଭିଡ଼

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଆଦିବାସୀ ମେଳା ଏବେ ସାଜିଛି ବିଦେଶୀ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ। ମେଳା ଦେଖିବା ସହିତ ବିଭିନ୍ନ ପ୍ରକାର ସାମଗ୍ରୀ କିଣିବାକୁ ଭିଡ଼ ଜମାଉଛନ୍ତି...

ଟିକା ପାଇଁ ବ୍ୟକ୍ତିଙ୍କ ତଥ୍ୟ ଯାଞ୍ଚ ହେବ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ଟିକା ଦେବାକୁ ୨୯ ହଜାର କେନ୍ଦ୍ର ରହିଛି। କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଏତେ...

ପଥର ଟ୍ରକ୍‌କୁ ଅଟକାଇବାକୁ ଯାଇ ଅତିରିକ୍ତ ତହସିଲଦାର ହଟହଟା

ଭୁବନେଶ୍ୱର,(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.), ୨୦।୫: ଧଉଳି ଥାନା ଅନ୍ତର୍ଗତ ଦୟା ବ୍ରିଜ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣା ଘଟିଛି। ଚୋରା ମାଙ୍କଡ଼ା ପଥର ବୋଝେଇ...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

ଟ୍ରେନ୍‌ରେ ଯାତ୍ରୀଙ୍କୁ ଠେଲିଦେବାକୁ କିନ୍ନରଙ୍କ ଉଦ୍ୟମ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଯାତ୍ରୀଙ୍କ ସୁରକ୍ଷା ପାଇଁ ଟ୍ରେନ୍‌ରେ ଟଙ୍କା ମାଗିବାକୁ କିନ୍ନରମାନଙ୍କୁ ବାରଣ କରାଯାଇଛି। ସେମାନେ ଯେପରି ଷ୍ଟେଶନ ନ ମାଡ଼ନ୍ତି ସେଥିଲାଗି ରେଳ ସୁରକ୍ଷା ବଳ...

ଅଫିସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍‌ଲାଇନ ଜାରି କରାଯାଇଛି । ଅଫିସ୍‌ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ...

ଅପଚୟ କଲେ କମ୍‌ ମିଳିବ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...

ରଥଯାତ୍ରା: ଏପଟେ ଆବେଗ, ସେପଟେ ସଂକ୍ରମଣ

ପୁରୀ ଅଫିସ,୧୫ା୬: ଦୂର ହୋଇପାରୁନି ରଥଯାତ୍ରା ଦ୍ୱନ୍ଦ୍ୱ। ଗୋଟେ ପଟେ ଜଗନ୍ନାଥଙ୍କ ପାଇଁ ଓଡ଼ିଆଙ୍କ ଭାବାବେଗ ଓ ଅନ୍ୟପଟେ କରୋନା ମହାମାରୀର ସଂକ୍ରମଣ ଭୟ। ଏଭଳି...

Advertisement
Archives

Model This Week