ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୮୦ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬୨ ଏବଂ ବୌଦ୍ଧରୁ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୭, ବରଗଡ଼ ୧୨, ଭଦ୍ରକ ୨, ବଲାଙ୍ଗୀର ୨୫, କଟକ ୨୨, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୬, ଗଞ୍ଜାମ ୧, ଯାଜପୁର ୧୦, ଝାରସୁଗୁଡ଼ା ୪, କଳାହାଣ୍ଡି ୧୪, କନ୍ଧମାଳ ୨ କେନ୍ଦ୍ରାପଡ଼ା ୧, କେନ୍ଦୁଝର ୪, କୋରାପୁଟ ୨,ମାଲକାନଗିରି ୨, ମୟୂରଭଞ୍ଜ ୮, ନବରଙ୍ଗପୁର ୧୨, ନୟାଗଡ଼ ୪, ନୂଆପଡ଼ା ୧୧, ପୁରୀ ୪, ରାୟଗଡ଼ାରୁ ୪ ଏବଂ ସୋନପୁରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ବେଳେ ୧୩,୧୪,୭୫୨ ଜଣ ସୁସ୍ଥ ହୋଇଛନ୍ତି। ୨୧୪୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍‌ଡାଉନ୍‌ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା...

୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

ସରୁନି ଆନିମଲ ଅଣ୍ଡରପାସ୍‌ କାମ

କେନ୍ଦୁଝର, ୩।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୨୦ର ପାଣିକୋଇଲିଠାରୁ ରିମୁଳି ପଯର୍‌ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡିକରେ...

ଅସଲି ଲୋଗୋରେ ନକଲି ସାମଗ୍ରୀ ବିକ୍ରି, ଜଣେ ଅଟକ

ଫୁଲନଖରା,୫ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ପାହାଳ ଥାନା ଅନ୍ତର୍ଗତ ହଂସପାଳ ନିକଟସ୍ଥ ଶିବଶକ୍ତିନଗର ଲେନ୍‌ ୧୫ରେ ନକଲି ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ ଜବତ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬,...

ବିଜେଡି ବିଧାୟକ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ...

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ...

Advertisement
Archives

Model This Week