ମାନବ ମସ୍ତିଷ୍କ କୋଷିକା ପ୍ରତିରୋପଣ କରି ମାଙ୍କଡ଼କୁ କରାଯିବ ବୁଦ୍ଧିଆ: ଚାଇନାରେ ହେଉଛି ଗବେଷଣା

ବେଜିଂ,୪।୭: ମାନବ ମସ୍ତିଷ୍କ କୋଷିକା ମାଙ୍କଡ଼ଠାରେ ପ୍ରତିରୋପଣ କରାଯାଇ ଏହାକୁ ବୁଦ୍ଧିଆ କରାଯିବ। ଏନେଇ ଚାଇନାରେ ଗବେଷକମାନେ ନାନା ପରୀକ୍ଷା ନିରୀକ୍ଷା ଚଳାଇଛନ୍ତି। ମାଙ୍କଡ଼ଠାରେ ସଫଳତା ମିଳିଲେ ପରବର୍ତ୍ତୀ ସମୟରେ ଏହାକୁ କୁକୁର ସମେତ ଅନ୍ୟ ପ୍ରାଣୀଙ୍କଠାରେ ପ୍ରୟୋଗ କରାଯିବାର ଯୋଜନା ରହିଛି। ଏହି ହାଇବ୍ରିଡ୍‌ ମାଙ୍କଡ଼ ମଣିଷ ଭଳି ଅନେକ କାମ କରିବାକୁ ସକ୍ଷମ ହୋଇପାରିବ ବୋଲି ଗବେଷକ ସୂଚନା ଦେଇଛନ୍ତି। ଏବେ ଗବେଷକ ମାଙ୍କଡ଼ ଜିନ୍‌ ସହାୟତାରେ ମାନବଠାରେ ଦେଖାଦେଉଥିବା ଅଲଜାଇମର ସମସ୍ୟାର ନିରାକରଣ କରୁଛନ୍ତି। ପୃଥିବୀରେ ଏହି ସମସ୍ୟା ଭୋଗୁଥିବା ୫ ନିୟୁତରୁ ଅଧିକ ଲୋକ ରହିଛନ୍ତି।


All Right Reserved By Dharitri.Com

ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର

ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌...

ବୁଲାକୁକୁରଙ୍କୁ ସାହାରା ଦେବା ପାଇଁ ୧୪ ଶହ କିମି ପାଦରେ ଚାଲିଲେ ଏହି ବ୍ୟକ୍ତି

ମେକ୍ସିକୋ,୧୨।୧୧:ସାଧାରଣତଃ ରାସ୍ତାରେ ବୁଲୁଥିବା କୁକୁରଙ୍କୁ କେହି ଧ୍ୟାନ ଦେଇ ନ ଥାନ୍ତି। କେହି ବୁଲାକୁକୁରଙ୍କୁ ଢେଲା ଫୋପାଡିଲାଣି ତ ଆଉ କିଏ ପାଣି। ଏମିତି ଅସହାୟ...

ମନକୁ ହାଲକା କରିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ବିଭିନ୍ନ ସମସ୍ୟା ଯୋଗୁ ମନ ବେଳେବେଳେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ।...

ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ...

ହଂକଂରେ ବିକ୍ଷୋଭ ବେଳେ ପୁଣି ହିଂସା

ହଂକଂ,୧୬ା୯(ଏଏଫ୍‌ପି): ଦୀର୍ଘଦିନ ଧରି ହଂକଂରେ ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ରବିବାର ପୁଣିଥରେ ହିଂସାତ୍ମକ ରୂପ ନେଇଛି। ଗଣତନ୍ତ୍ର ସପକ୍ଷବାଦୀ ବିକ୍ଷୋଭକାରୀଙ୍କୁ ତଡ଼ିବା ପାଇଁ ହଂକଂର...

ନ୍ୟୁୟର୍କରେ ବିସ୍ଫୋରଣ: ୪ ମୃତ, ୩ ଆହତ

ନ୍ୟୁୟର୍କ,୧୨।୧୦: ଆମେରିକାର ନ୍ୟୁୟର୍କରେ ଥିବା ଏକ ପ୍ରାଇଭେଟ କ୍ଲବରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ...

ସିଧା ପ୍ରସାରଣ ବେଳେ ଚେୟାରରୁ ଗଳି ପଡିଲେ ବରିଷ୍ଠ ପାକିସ୍ତାନୀ ବିଶ୍ଳେଷକ

ଇସ୍‌ଲାମାବାଦ,୨୧।୯: ପାକିସ୍ତାନ ଏବେ ଭାରତକୁ ନେଇ ତା’ର ନ୍ୟୁଜ ଚ୍ୟାନେଲରେ ଭିନ୍ନ ଭିନ୍ନ ଆଲୋଚନା କରୁଥିବା ବେଳେ କଶ୍ମୀର ପ୍ରସଙ୍ଗକୁ ନେଇ କିଛି ଭୁଲ୍‌ ଖବର...

ଭୟାବହ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଯୁବକ

ରୋମ,୨୭।୫: ରୋମ ସହରରେ ଥିବା ଏକ ଘରେ ଭିଷଣ ନିଆଁ ଲାଗିଯାଇଥିବାର ଏକ ଭିଡିଓ ସାମ୍‌ନାକୁ ଆସିଛି। ଯେଉଁଥିରେ ଜଣେ ଯୁବକ ନିଜର ଉପସ୍ଥିତି ବୁଦ୍ଧି...

Leave a comment

Your email address will not be published. Required fields are marked *