Posted inଜାତୀୟ

ଡିଏମ୍‌କେ ଯୁବଶାଖାର ସମ୍ପାଦକ ହେଲେ ଷ୍ଟାଲିନଙ୍କ ପୁଅ ଉଦୟନିଧି

ଚେନ୍ନାଇ,୪।୭: ଡିଏମ୍‌କେ ମୁଖ୍ୟ ଏମ୍‌ କେ ଷ୍ଟାଲିନଙ୍କ ପୁଅ ତଥା ଅଭିନେତା ଉଦୟନିଧି ଡିଏମ୍‌କେର ଯୁବଶାଖା ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ୪୨ ବର୍ଷୀୟ ଉଦୟନିଧି ହେଉଛନ୍ତି କରୁଣାନିଧିଙ୍କ ପରିବାରର ୪ର୍ଥ ସଦସ୍ୟ ଯେ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦଖଲ କରିଛନ୍ତି। ଷ୍ଟାଲିନଙ୍କ ଭଉଣୀ କାନିମୋଜି ଜଣେ ଲୋକ ସଭା ସଦସ୍ୟ ହୋଇଥିବା ବେଳେ ପୁତୁରା ଦୟାନିଧି ମାରନ ମଧ୍ୟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି।


All Right Reserved By Dharitri.Com

ଉପତ୍ୟକାରେ ଅନିଶ୍ଚିତତା

ନୂଆଦିଲ୍ଲୀ, ୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ଅତିରିକ୍ତ ୩୮ ହଜାର ସେନା ପ୍ରେରଣ କରିବା ପରେ ଏହାକୁ ନେଇ ଉପତ୍ୟକାରେ ଅନିଶ୍ଚିତତା ଜାରି ରହିଛି। ଆତଙ୍କବାଦୀ...

ଭାରତକୁ ଓଆଇସିର ପରାମର୍ଶ:୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୭।୯:ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଇସ୍‌ଲାମିକ୍‌ ସହଯୋଗ ସଂଗଠନ (ଓଆଇସି)ର ସମର୍ଥନ ହାସଲ କରିବାରେ ସଫଳ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦...

ଲୋକଙ୍କ ସ୍ବପ୍ନ ପୂରଣରେ ଆନନ୍ଦ ମିଳେ: ମୋଦି

ନୂଆଦିଲ୍ଲୀ, ୧୩ା୮ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦୁଃସାହସିକ ଅଭିଯାତ୍ରୀ ବିଅର ଗ୍ରିଲ୍ସଙ୍କୁ ନେଇ ନିର୍ମିତ ଏପିସୋଡ୍‌ ‘ମ୍ୟାନ୍‌ ଭର୍ସେସ ଓ୍ବାଇଲ୍ଡ’ ସୋମବାର ରାତିରେ...

ନିର୍ଭୟା ମାମଲା: ପଓ୍ବନ କୁମାର ଗୁପ୍ତାଙ୍କ ଆବେଦନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୯।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଗୁରୁବାର ସକାଳେ ଦିଲ୍ଲୀ ହାଇକୋର୍ଟ ଦୋଷୀ ପଓ୍ବନ କୁମାର ଗୁପ୍ତାଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣିକୁ...

ଟିକେଟ୍‌ ଭାଗବଣ୍ଟାକୁ ନେଇ ଅସନ୍ତୁଷ୍ଟ କଂଗ୍ରେସ କର୍ମୀ

ନୂଆଦିଲ୍ଲୀ,୧୮।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଏବେ ଏଥିରେ ଭାଗ ନେବାକୁ ବିଭିନ୍ନ ଦଳର ବହୁ ଆଶାୟୀ ପାର୍ଥୀ ରହିଛନ୍ତି। ତେବେ...

ଯୁବକଙ୍କ କାନରୁ ବାହାରିଲେ ୧୦ ଅସରପା

ନୂଆଦିଲ୍ଲୀ: ଚାଇନାରେ ଜଣେ ଲୋକଙ୍କ କାନରୁ ବାହାରିଛି ୧୦ ଅସରପା। ଯୁବକଙ୍କ କାନରେ ପ୍ରବଳ କଷ୍ଟ ଅନୁଭବ ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇ ଦେଖାଇଥିଲେ।...

ଶିବକୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା: ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୧୩।୯: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକ କଂଗ୍ରେସର ଟାଣୁଆ ନେତା ଡି.କେ. ଶିବକୁମାରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଅଚାନକ ତାଙ୍କ...

୯୬ ବର୍ଷ ତଳେ ଆରମ୍ଭ ହୋଇଥିବା ରେଡ଼ିଓ ପ୍ରସାରଣରେ ମୋଦି ଆଣିଛନ୍ତି ନୂଆ କ୍ରାନ୍ତି

ନୂଆଦିଲ୍ଲୀ, ୨୦।୮: ପ୍ରତିବର୍ଷ ଅଗଷ୍ଟ ୨୦ରେ ଭାରତରେ ଜାତୀୟ ଦିବସ ପାଳିତ ହୋଇଥାଏ। ୯୬ ବର୍ଷ ତଳେ ୧୯୨୩ରେ ଦେଶରେ ପ୍ରଥମ ରେଡ଼ିଓ ପ୍ରସାରଣ ଆରମ୍ଭ...

Leave a comment

Your email address will not be published. Required fields are marked *