Posted inଜାତୀୟ

ଖଲିଙ୍କ ନିର୍ବାଚନ ପ୍ରଚାରକୁ ନେଇ ଅଭିଯୋଗ ଆଣିଲା ଟିଏମ୍‌ସି

କୋଲକାତା,୨୮।୪: ଲୋକ ସଭା ନିର୍ବାଚନ ପ୍ରଚାରକୁ ନେଇ ରେସ୍‌ଲର ଦଲିପ ସିଂ ରାନା ବା ଖଲିଙ୍କ ନାଁରେ ଜାତୀୟ ନିର୍ବାଚନ କମିଶନଙ୍କ ପାଖେ ଅଭିଯୋଗ ଆଣିଛି ଟିଏମ୍‌ସି। ଟିଏମ୍‌ସି କହିଛି ଖଲି ହେଉଛନ୍ତି ଆମେରିକାର ନାଗରିକ। ତେଣୁ ଜଣେ ବିଦେଶୀ ହିସାବରେ ସେ ଭାରତରେ ନିର୍ବାଚନ ପ୍ରଚାର କରିବା ଅବା ଭାରତୀୟ ଭୋଟଙ୍କ ମନରେ ପ୍ରଭାବ ପକାଇବାକୁ ଅନୁମତି ମିଳିବା ଠିକ୍‌ ନୁହେଁ ବୋଲି ଅଭିଯୋଗ କରିଛି ଟିଏମ୍‌ସି। ସୂଚନାଯୋଗ୍ୟ, ଖଲି ଗତ ୨୬ ତାରିଖରେ ଯାଦବପୁର ଆସନରୁ ନିର୍ବାଚନ ଲଢୁଥିବା ଭାଜପା ପ୍ରାର୍ଥୀ ଅନୁପମ ହାଜରାଙ୍କ ପାଇଁ ପ୍ରଚାର କରୁଥିଲେ। କାରଣ ଅନୁପମ ତାଙ୍କର ଜଣେ ଭଲ ବନ୍ଧୁ।


All Right Reserved By Dharitri.Com

ଗୁଗଲ ଦେଖାଉଛି ଆଶ୍ରୟସ୍ଥଳ

ନୂଆଦିଲ୍ଲୀ, ୭ା୪: କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ବହୁଗୁଣିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁଗଲ ସେମାନଙ୍କୁ...

ରାହୁଲଙ୍କ ନାଁରେ ଅଭିଯୋଗ ଆଣିଲେ ଆଇନଜୀବି

ମୁମ୍ବାଇ,୨୪।୬: ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୁମ୍ବାଇର ଆଇନଜୀବି ଅଟଳ ବିହାରି ଦୁବେ ରାହୁଲଙ୍କ ନାଁରେ ଏକ ଅଭିଯୋଗ କରିଛନ୍ତି। ଅନ୍ତର୍ଜାତୀୟ ଯୋଗ ଦିବସରେ...

ନିୟନ୍ତ୍ରଣ ହରାଇଲା ହେଲିକପ୍ଟର: ଲାଣ୍ଡିଂ ନ କରି ଦିଲ୍ଲୀ ଫେରିଗଲେ ବାଲକ୍‌ ନାଥ୍‌

ଅଲଓ୍ବର,୩୦।୬: ରାଜସ୍ଥାନ ଅଲଓ୍ବର ଲୋକ ସଭା ଆସନର ଭାଜପା ଏମ୍‌ପି ବାବା ବାଲକ୍‌ ନାଥ୍‌ଙ୍କ ହେଲିକପ୍ଟର ନିୟନ୍ତ୍ରଣ ହରାଇବାରୁ ଏହା ଲାଣ୍ଡିଂ ନ କରି ପାରି...

ଆପରାଧିକ ମାମଲାର ଯାଞ୍ଚ୍‌ ସମୟରେ ପୋଲିସ ଜବତ କରି ପାରିବେନି ଅଭିଯୁକ୍ତଙ୍କ ଅଚଳ ସମ୍ପତ୍ତି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୯: ଆପରାଧିକ ମାମଲାର ଯାଞ୍ଚ୍‌ ସମୟରେ ପୋଲିସ ଅଭିଯୁକ୍ତଙ୍କ ଅଚଳ ସମ୍ପତ୍ତି ଜବତ କରି ପାରିବେନି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଆପରାଧିକ ପ୍ରକ୍ରିୟା...

ପଛଘୁଞ୍ଚାର ପ୍ରଶ୍ନ ଉଠୁନି; ସିଏଏ ବିରୋଧୀ ବିକ୍ଷୋଭ ପଛରେ ୧୦୦ ପ୍ରତିଶତ ରାଜନୀତି: ଶାହା

ନୂଆଦିଲ୍ଲୀ,୧୮ା୧୨ (ଆଇଏଏନ୍‌ଏସ୍‌): ସିଏଏ ପଛରେ ୧୦୦ ପ୍ରତିଶତ ରାଜନୀତି ରହିଛି। କେତେକ ରାଜନୈତିକ ଦଳ ହିନ୍ଦୁ ଓ ମୁସ୍‌ଲିମ୍‌ ସମ୍ପ୍ରଦାୟ ମଧ୍ୟରେ ବିଭେଦ ସୃଷ୍ଟି କରିବା...

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ...

ଯୌତୁକରେ ମିଳିଥିବା ୧୧ ଲକ୍ଷ ଫେରାଇ କନ୍ୟା ପିତାଙ୍କଠାରୁ ଟଙ୍କାଏ ନେଇ ବିବାହ କଲେ ଯୁବକ

ଜୟପୁର,୨୫।୪: ଦେଶରେ ଯୌତୁକ ବିରୋଧରେ ଜାରି ରହିଛି ସଚେତନତା। ଏହି ମର୍ମରେ ରାଜସ୍ଥାନ ସିକର ଜିଲାରେ ଜଣେ ଯୁବକ ସୃଷ୍ଟି କରିଛନ୍ତି ଏକ ନିଆରା ଉଦାହରଣ।...

ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କଲେ ୧୧ ହଜାର ବୈଜ୍ଞାନିକ

ନୂଆଦିଲ୍ଲୀ, ୭।୧୧(ପି.ଟି.): ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବକୁ ନେଇ ବୈଜ୍ଞାନିକମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ୧୫୩ଟି ରାଷ୍ଟ୍ରର ୧୧ହଜାରରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି...

Leave a comment

Your email address will not be published. Required fields are marked *