ଗୁଣ୍ଡିଚା ଆଗରେ ୨ ରଥ, ଗଡ଼ିଚାଲିଛି ନନ୍ଦିଘୋଷ

ଭୁବନେଶ୍ୱର, ୪।୭(ବ୍ୟୁରୋ): ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଇତିମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ମଣ୍ଡପ ନିକଟରେ ଲାଗିଯାଇଛି ବଳଦେବଙ୍କ ତାଳଧ୍ୱଜ ରଥ। ପରେ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ବି ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚି ଯାଇଛି। ପଛରେ ଗହଳି ଲଗାଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଚାଲିଛି ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ।


All Right Reserved By

ରେଳ ବଜେଟ ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ଯେତିକି ନଉଛ, ସେତିକି ଦିଅ: ଶ୍ରୀକାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ପାଇଁ ରେଳ ବଜେଟରେ ଚଳିତବର୍ଷ ମାତ୍ର ୫, ୦୦ କୋଟି ବ୍ୟୟ ଅଟକଳ ରଖାଯାଇଛି। ପ୍ରକୃତରେ ଦେଖିବାକୁ ଗଲେ ଓଡ଼ିଶାକୁ ମାତ୍ର ୩୧...

ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି...

ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ...

ଆସିଲା ବ୍ୟବଚ୍ଛେଦ ରିପୋର୍ଟ: ମୃତଦେହରୁ ଗାଏବ ହୋଇନି ଆଖି

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଦୁଇଟି ମୃତଦେହରୁ ଆଖି ଗାଏବ ଅଭିଯୋଗ ଉପରୁ ପରଦା ହଟାଇଛନ୍ତି ଜିଲା...

ତାରାତାରିଣୀ ହୋଟେଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ମଞ୍ଚେଶ୍ୱର ଥାନା ନିକଟରେ ଥିବା ତାରାତାରିଣୀ ହୋଟେଲରେ ଶୁକ୍ରବାର ହଠାତ୍‌ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିଶମ ବିଭାଗ ଆସିବା ପୂର୍ବରୁ ପୋଲିସ ଓ ହୋଟେଲ...

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ...

ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ...

ବ୍ଲକ ଅଧ୍ୟକ୍ଷଙ୍କୁ ନେଇ ତେଜୁଛି ନାଉଗଁ। ରାଜନୀତି

ଜଗତ୍‌ସିଂହପୁର ଅଫିସ,୮ା୬: ଜଗତ୍‌ସିଂହପୁର ଜିଲା ନାଉଗଁ। ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ଦାସଙ୍କୁ ନେଇ ଏବେ ଏକ ପ୍ରକାର ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି। ଜଗନ୍ନାଥ କଂଗ୍ରେସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *