ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି। ଭାବମୟ ପରିବେଶରେ ଘଣ୍ଟ, କାହାଳୀ ନାଦରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥକୁ ଟାଣିନେଇଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।


All Right Reserved By

ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ ଅଫ୍‌ ଦ ଇୟର’ ସମ୍ମାନ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପଦ୍ଧତି ଓ ପ୍ରଦାନ ପାଇଁ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ୍‌ ଅଫ୍‌ ଦ ଇୟର’ ସମ୍ମାନ ପ୍ରଦାନ...

ଶିଳ୍ପ ପାଇଁ ଜମି ନେଇ ସ୍କୁଲ, କଲେଜ ହୋଇଛି , ଏହାର ଯାଞ୍ଚ କରାଯାଉ: ସୁରେଶ ରାଉତରାୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ରାଜ୍ୟସ୍ତରୀୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି କର୍ତ୍ତୃପକ୍ଷଙ୍କ ଅନୁମୋଦିତ ଦ୍ୱାରା ୯ଟି ବୃହତ୍‌ ଶିଳ୍ପ ସ୍ଥାପିତ ହୋଇଛି। ସେଗୁଡିକ ହେଲା ହିନ୍ଦୁସ୍ଥାନ...

୩ ଝିଅଙ୍କୁ ହତ୍ୟା କରି ବାପାଙ୍କ ଆତ୍ମହତ୍ୟା

କେନ୍ଦୁଝର/ ଆନନ୍ଦପୁର,୧୫ା୬( ସ୍ବ.ପ୍ର.) :କେନ୍ଦୁଝର ଜିଲା ଆନନ୍ଦପୁର ଥାନାଠାରୁ ୪୦ କି.ମି. ଦୂର ଉଲିିବସା ଗ୍ରାମର ଏକ ଘରୁ ଶୁକ୍ରବାର ୩ରୁ ୯ ବର୍ଷ ବୟସର...

କମଳା, ଦୈତାରି, ଡି. ପ୍ରକାଶଙ୍କୁ ରୁଚି ଦେଶଜ୍ୟୋତି ସମ୍ମାନ

କଟକ ଅଫିସ,୨୧।୭: କଟକ ଶହୀଦଭବନଠାରେ ୨୩ତମ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ରୁଚି ପ୍ରତିଭା ପାଉଣ୍ଡେଶନ ପକ୍ଷରୁ ଅନୁଷ୍ଠିତ ଏହି...

ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ବେଗୁନିଆପଡା,୧୨।୬(ଡି.ଏନ୍‌.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା...

ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି

ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା।...

ନିମ୍ନମାନର ଖାଦ୍ୟ ଯୋଗାଣ ଅଭିଯୋଗ : ହଷ୍ଟେଲ ଛାଡ଼ିଲେ ୪୮ ଛାତ୍ରୀ

ରାମନାଗୁଡ଼ା/ଗୁଣପୁର,୫ା୮(ଡି.ଏନ.ଏ.) : ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନାଇରା ଆଶ୍ରମ ବିଦ୍ୟାଳୟର ୪୮ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ନିମ୍ନମାନର ଖାଦ୍ୟ ପ୍ରଦାନ ଓ...

ବର୍ଷା ଅଭାବରୁ ଆଗେଇପାରୁନି ଚାଷ

ନାଉଗାଁ,୨୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ସାଧାରଣତଃ ବର୍ଷା ଉପରେ ନିର୍ଭର କରି ଚାଷୀ ଧାନ ଚାଷ କରିଥାନ୍ତି। ଚଳିତବର୍ଷ ଏ ପର୍ଯ୍ୟନ୍ତ ଆଶାନୁରୂପ ବର୍ଷା ହୋଇନାହିଁ। ତେଣୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *