କେସିଙ୍ଗା ବ୍ଲକରେ ଶାନ୍ତିଶୃଙ୍ଖଳା ଭାବେ ରଥଯାତ୍ରା ପାଳିତ

କେସିଙ୍ଗା,୪।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମରେ ରଥଯାତ୍ରା ଗୁରୁବାର ଶାନ୍ତିଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି। ସହରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବଳଭଦ୍ର, ଶୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତ ଶେଷ ହେବା ପରେ ଠିକ ସମୟରେ ତିନି ରଥକୁ ଭକ୍ତମାନଙ୍କ ଦ୍ୱାରା ଟାଣି ସହର ମଧ୍ୟରେ ଥିବା ହରଗୌରୀ ମନ୍ଦିରକୁ ନିଆଯାଇଥିଲା । ଶାନ୍ତିଶୃଙ୍ଖଳା ପାଇଁ କେସିଙ୍ଗା ପୋଲିସ ମୁତୟନ କରାଯାଇଥିଲା । ସେହିପରି କେସିଙ୍ଗା ବ୍ଲକର ବାଲସି, ମଶାଣିବନ୍ଧ, କାଣ୍ଡେଲ, ଉତ୍କେଳା, କଶୃପଡା, ତୁର୍ଲାଖମନ ପ୍ରଭୃତି ଗ୍ରାମରେ ପବିତ୍ର ରଥଟଣା ଶାନ୍ତିଶୃଙ୍ଖଳା ଭାବେ ସମ୍ପନ୍ନ ହୋଇଛି ।


All Right Reserved By Dharitri.Com

ମାନେଶ୍ୱର ରାବଣ ପୋଡ଼ି: ରାମଙ୍କ ବଦଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

ସମ୍ବଲପୁର,୯।୧୦ (ବ୍ୟୁରୋ): ସମ୍ବଲପୁର ସହର ଉପକଣ୍ଠ ସାର୍ବଜନୀନ ଦୁର୍ଗାପୂଜା ଧୁମ୍‌ଧାମ୍‌ରେ ପାଳନ ହୋଇଥିଲା। ମଙ୍ଗଳବାର ସନ୍ଧ୍ୟାରେ ରାବଣ ପୋଡି ପାଇଁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ସରିଥିଲା...

ଠିକା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ସାଢ଼େ ୬ ଲକ୍ଷ

ରାଉରକେଲା ଅଫିସ, ୨୩।୧୯: ସୁନ୍ଦରଗଡ଼ ଜିଲା ରାଉରକେଲା ମହାନଗର ନିଗମ ଅଫିସ ସମ୍ମୁଖରୁ ଜଣେ ଠିକା କମ୍ପାନୀ କର୍ମଚାରୀ ସୋମବାର ସାଢ଼େ ୬ ଲକ୍ଷ ଟଙ୍କା...

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ...

ଶ୍ରୀମନ୍ଦିରର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ : ଇଣ୍ଟରନେଟ୍‌ରେ ମହାପ୍ରଭୁଙ୍କ କଥା

ପୁରୀ ଅଫିସ,୩ା୭: ମହାପ୍ରଭୁଙ୍କ ସମ୍ପର୍କରେ ଏଣିକି ଟିକିନିକି କଥା ସହଜରେ ଜାଣି ହେବ। ମାଉସ୍‌ କ୍ଲିକ କରିବା ମାତ୍ରେ ବାହାରିବ ସବୁକିଛି ତଥ୍ୟ। ଏଥିପାଇଁ ମଙ୍ଗଳବାର...

ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍‌ ଜବତ

ଜମନକିରା, ୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ...

ଚିକିତ୍ସା ଲାଗି ଟଁକା ବାଧକ୍‌:ତୃତୀୟାର ନାକେ ବଢ଼ୁଛେ ଆବୁ

ବିନିକା, ୧୭ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୨ ନଂ. ଓ୍ବାର୍ଡ ମିଶ୍ରପଡ଼ାର ତୃତୀୟା କର(୬୦)। ସେ ଗୁଟେ ବିରଲ କିସମର ରୋଗ୍‌ରେ...

ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ଜରୁରୀ

ଲୋଇସିଂହା,୧୩।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ୭୦ତମ ବନ ମହୋସତ୍ବ ଶନିବାର ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନ...

ଆର୍ଥିକ ଅନଟନ : ନାତିକୁ ବିକିଲେ ଆଈ

ସୋନପୁର,୧୯ା୭(ନି.ପ୍ର.): ଆର୍ଥିକ ଅନଟନ ଯୋଗୁ ଆଈ ନିଜର ୧ ବର୍ଷର ନାତିକୁ ଝିଅଠାରୁ ଅଲଗା କରି ଅନ୍ୟତ୍ର ବିକ୍ରି କରିବାକୁ ପଛାଇ ନାହାନ୍ତି। ସୁବର୍ଣ୍ଣପୁର ଜିଲା...

Leave a comment

Your email address will not be published. Required fields are marked *