Posted inରାଜ୍ୟ

୩୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୬ କରୋନା ଆକ୍ରାନ୍ତ। ସେଥିରୁ ୨୧ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୬ ଶିଶୁ ଥିବାନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri