ଲଗାଣ ବର୍ଷା ପରେ ଭୂସ୍ଖଳନ: ଚାଲିଗଲା ୩୬ ଜୀବନ

ପେରୁ, ୭।୨: ଲଗାତର ବର୍ଷା ଯୋଗୁ ଦକ୍ଷିଣ ପେରୁର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଘଟି ୩୬ଜଣଙ୍କ ମୃତ୍ୟୁ ଘଟିଛି। ଏପରିକି ଶତାଧିକ ଲୋକ ଆହତ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଏକ ଭ୍ୟାନ୍‌ରେ ୫ ଜଣ ଯାତ୍ରୀ ଯାଉଥିଲେ। ହେଲେ ଲଗାଣ ବର୍ଷା ଯୋଗୁ ଗାଡ଼ିଟି ଭାରସାମ୍ୟ ହରାଇ ଏକ ନଦୀ ଭିତରକୁ ଖସି ପଡ଼ିଥିଲା। ଫଳରେ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କାମାନା ପ୍ରଦେଶର ମାରିଆନୋ ନିକୋଲ୍ସ ଭାଲର୍ସେଲ ମୁନିସିପାଲିଟିର ଜଣେ ଅଧିକାରୀ ୱିଲ୍ସନ ଗୁଟିରେଜ ଦକ୍ଷିଣ ପେରୁର ମିକ୍ସି ଦୁର୍ଗମ ଅଞ୍ଚଳରୁ ୩୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା କହିଛନ୍ତି। ଅନ୍ୟପକ୍ଷେ ଭୂସ୍ଖଳନ ଯୋଗୁ ପୋଲ ଓ କେନାଲ ପ୍ରଭାବିତ ହୋଇଛି। ଫେବୃୟାରୀ ମାସରେ ପେରୁରେ ଲଗାଣ ବର୍ଷା ହୋଇ ଧନଜୀବନ ହାନି ଘଟୁଥିବା ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri