ରାଜ୍ୟରେ ସ୍ଥାପନ ହେବ ୩୬ଟି ନୂଆ ଥାନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନୂଆ ପୋଲିସ ଷ୍ଟେଶନ ସ୍ଥାପନ କରାଯିବ। ଖୁବ୍‌ଶୀଘ୍ର ନୂଆ ଥାନା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ନୂଆ ଥାନା ଭିତରେ ଭୁବନେଶ୍ୱର ମୈତ୍ରୀ ବିହାର, ଅନୁଗୋଳ ଜିଲାର ବାଗେଡିଆ ଏବଂ ଗୋପାଳପ୍ରସାଦ, ବାଲେଶ୍ୱରର ଗୋପାଳପୁର ଓ ଅନନ୍ତପୁର, ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଏବଂ ଆଗଲପୁର ଥିବା ବେଳେ ବୌଦ୍ଧର ଘଣ୍ଟପଡ଼ା, ଦେବଗଡ଼ର ଲାଇମୁରା, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଏବଂ ଭଦ୍ରେଶ୍ୱରରେ ହେବ। ସେହିପରି ଢେଙ୍କାନାଳ ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡ଼ା ଓ କୋଟି ନଡା, ଜଗତ୍‌ସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମପରଦା ଏବଂ ଦଶରଥପୁର, ଝାରସୁଗୁଡା ଏୟାରପୋର୍ଟ ଥାନା, କଳାହାଣ୍ଡିର କର୍ଲାପାଟ ଓ କଲମପୁର, କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଏବଂ କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି ରହିଛି। ଏହା ସହ ମାଲକାନଗିରିର ସଦର ଏବଂ କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନବରଙ୍ଗପୁରର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନୁଗୁଡା, ସମ୍ବଲପୁରର ବରେଇପାଲି, ସୁବର୍ଣ୍ଣପୁରର ଲଛିପୁରରେ ନୂଆ ପୋଲିସ ଷ୍ଟେଶନ ସ୍ଥାପନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri