CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୯୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୫୮ ଏବଂ ମୟୂରଭଞ୍ଜରୁ ୧୫୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୦୦, ବାଲେଶ୍ୱର ୧୦୭, ବରଗଡ଼ ୧୦୬, ଭଦ୍ରକ ୮୨, ବଲାଙ୍ଗୀର ୯୯, ବୌଦ୍ଧ ୪୭, ଦେବଗଡ଼ ୧୧, ଢେଙ୍କାନାଳ ୪୭, ଗଜପତି ୧୯ ଗଞ୍ଜାମ ୩୧, ଜଗତସିଂହପୁର ୭୩, ଯାଜପୁର ୧୩୯, ଝାରସୁଗୁଡ଼ା ୪୧, କଳାହାଣ୍ଡି ୫୧, କନ୍ଧମାଳ ୯୭, କେନ୍ଦ୍ରାପଡ଼ା ୧୨୯, କେନ୍ଦୁଝର ୧୦୬, କୋରାପୁଟ ୬୬, ମାଲକାନଗିରି ୪୬, ନବରଙ୍ଗପୁର ୧୧୬, ନୟାଗଡ଼ ୭୪, ନୂଆପଡ଼ା ୮୪, ପୁରୀ ୧୧୫, ରାୟଗଡ଼ା ୩୨, ସମ୍ବଲପୁର ୧୨୬, ସୋନପୁର ୧୨୯ ଏବଂ ସୁନ୍ଦରଗଡ଼ରୁ ୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨, ୨୬,୩୩୪ରେ ପହଞ୍ଚିଥିବା ବେଳେ ୧,୯୦,୦୮୦ ଜଣ ସୁସ୍ଥ ହୋଇଛନ୍ତି। ୩୫,୩୨୬ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri