CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୯୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୫୮ ଏବଂ ମୟୂରଭଞ୍ଜରୁ ୧୫୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୦୦, ବାଲେଶ୍ୱର ୧୦୭, ବରଗଡ଼ ୧୦୬, ଭଦ୍ରକ ୮୨, ବଲାଙ୍ଗୀର ୯୯, ବୌଦ୍ଧ ୪୭, ଦେବଗଡ଼ ୧୧, ଢେଙ୍କାନାଳ ୪୭, ଗଜପତି ୧୯ ଗଞ୍ଜାମ ୩୧, ଜଗତସିଂହପୁର ୭୩, ଯାଜପୁର ୧୩୯, ଝାରସୁଗୁଡ଼ା ୪୧, କଳାହାଣ୍ଡି ୫୧, କନ୍ଧମାଳ ୯୭, କେନ୍ଦ୍ରାପଡ଼ା ୧୨୯, କେନ୍ଦୁଝର ୧୦୬, କୋରାପୁଟ ୬୬, ମାଲକାନଗିରି ୪୬, ନବରଙ୍ଗପୁର ୧୧୬, ନୟାଗଡ଼ ୭୪, ନୂଆପଡ଼ା ୮୪, ପୁରୀ ୧୧୫, ରାୟଗଡ଼ା ୩୨, ସମ୍ବଲପୁର ୧୨୬, ସୋନପୁର ୧୨୯ ଏବଂ ସୁନ୍ଦରଗଡ଼ରୁ ୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨, ୨୬,୩୩୪ରେ ପହଞ୍ଚିଥିବା ବେଳେ ୧,୯୦,୦୮୦ ଜଣ ସୁସ୍ଥ ହୋଇଛନ୍ତି। ୩୫,୩୨୬ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri