CORONAVIRUS UPDATE: ରାଜ୍ୟରେ ୩୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୩୮୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩ା୮(ବ୍ୟୁରୋ) : ସୋମବାର ୨୬ଟି ଜିଲାରୁ ୧୩୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୮୭୩ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ଆଜି ଗଞ୍ଜାମରୁ ସର୍ବାଧିକ ୩୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୧ ଏବଂ କୋରାପୁଟରୁ ୯୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୩, ବାଲେଶ୍ୱର ୭୯,ବରଗଡ଼ ୩୩, ଭଦ୍ରକ ୨୫, ବଲାଙ୍ଗୀର ୫୧, କଟକ ୮୯, ଢେଙ୍କାନାଳ ୧୧, ଗଜପତି ୬୧, ଜଗତସିଂହପୁର ୨୨, ଯାଜପୁର ୧୮, ଝାରସୁଗୁଡ଼ା ୭, କଳାହାଣ୍ଡି ୪, କେନ୍ଦ୍ରାପଡ଼ା ୧୧, ସମ୍ବଲପୁର ୯୩, ମାଲକାନଗିରି ୩୯, ମୟୂରଭଞ୍ଜ ୨୯, ନବରଙ୍ଗପୁର ୨୬, ନୟାଗଡ଼ ୨୨, ନୂଆପଡ଼ା ୫, ପୁରୀ ୧୭, ରାୟଗଡ଼ା ୩୮, ସୋନପୁର ୬ ଏବଂ ସୁନ୍ଦରଗଡ଼ରରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭ରେ ପହଞ୍ଚିଥିବା ବେଳେ ୨୧,୯୫୪ ଜଣ ସୁସ୍ଥ ହୋଇଛନ୍ତି। ୧୪,୦୯୫ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri