Posted inଜାତୀୟ

ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀର ଶ୍ରୀନଗରର ଛାନପୋରା ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୨ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ବଡଗାମ୍‌ରୁ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା କୁହାଯାଉଛି। ଗତ ଶୁକ୍ରବାର ପୋଲିସ ପୋଷ୍ଟ ଉପରେ ଆକ୍ରମଣ ହେବା ପରଠାରୁ ପୋଲିସ ଆତଙ୍କବାଦୀଙ୍କୁ ଖୋଜୁଥିଲା। ଏହି ଘଟଣାରେ ଜଣେ ପୋଲିସକର୍ମୀ ଆହତ ହୋଇଥିବା କୁହାଯାଉଛି।


All Right Reserved By Dharitri.Com

ଭବିଷ୍ୟତରେ ପ୍ରଧାନମନ୍ତ୍ରୀ ନ ହୋଇ ରାଷ୍ଟ୍ରପତି ହେବାକୁ କାହିଁକି ଚାହୁଁଛନ୍ତି ପ୍ରଶ୍ନ ଛାତ୍ରଙ୍କୁ ପଚାରିଲେ ମୋଦି

ଶ୍ରୀହରିକୋଟା,୭।୯: ଇସ୍ରୋର ଚନ୍ଦ୍ରୟାନ-୨ ମିଶନରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡରର ଅବତରଣ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ...

ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବ୍ୟାପିଲା ଛାତ୍ର ଆନ୍ଦୋଳନ

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ଏବଂ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ) ପରିସରରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ସୋମବାର...

ମୂଲାୟମଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର

ଲକ୍ଷ୍ନୌ, ୧୦।୬: ସମାଜବାଦୀ ପାର୍ଟି ନେତା ମୂଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ଫଳରେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସୂଚନାଯୋଗ୍ୟ, ରବିବାର...

ଶୁଶ୍ରୁତ ଥିଲେ ବିଶ୍ୱର ପ୍ରଥମ ସର୍ଜନ: ପୋଖରୀୟାଲ

ମୁମ୍ବାଇ,୧୧।୮: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୟାଲ ଶନିବାର ଦାବି କରିଛନ୍ତି କି ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା) ଯଦି ଭବିଷ୍ୟତରେ...

ପ୍ରଧାନମନ୍ତ୍ରୀ-ଅର୍ଥମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଯୋଗୀ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ବଜେଟ ପାଇଁ...

୧୩ ମିଲିମିଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିର୍ମାଣ କଲେ ୮ ବନ୍ଧୁ

ସୁରଟ,୧୦।୨: ସୁରଟରେ ୮ଜଣ ବନ୍ଧୁ ମିଳିତ ଭାବେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟ ଅଫ୍‌ ୟୁନିଟ୍‌ର ୧୩ ମିଲିମିଟର ଉଚ୍ଚତା ବିଶିଷ୍ଟ ଷ୍ଟାଚ୍ୟୁ ଅଫ୍‌...

ମୋଦିଙ୍କ ହାତରେ ଭାରତ ସୁରକ୍ଷିତ ନୁହେଁ: ରବୀନ୍ଦ୍ର ଚୌବେ

ରାୟପୁର,୧୨।୧୨: ଉତ୍ତର-ପୂର୍ବ ଭାରତରେ ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ଯେଉଁ ଅଶାନ୍ତ ବାତାବରଣ ସୃଷ୍ଟି ହାଇଛି ତାକୁ ନେଇ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ଭାଜପା ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ:ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଜେଡିୟୁ ସହ ମେଣ୍ଟ ହୋଇଛି

ପାଟନା, ୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳର ଆବଣ୍ଟନକୁ ନେଇ ବିବାଦ ଦେଖା ଦେବା ପରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇ ନ ଥିଲା ବିହାର ମୁଖ୍ୟମନ୍ତ୍ରୀ...

Leave a comment

Your email address will not be published. Required fields are marked *