Posted inଜାତୀୟ

ଦିଲ୍ଲୀର ଡିଜିଏଚ୍‌ଏସ୍‌ କୋଠାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୫।୭: ଦିଲ୍ଲୀର କାରକାରଦୁମା ଅଞ୍ଚଳରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ହେଲ୍‌ଥ ସର୍ଭିସ (ଡିଜିଏଚ୍‌ଏସ୍‌) କାର୍ଯ୍ୟାଳୟ ଥିବା ସୁଉଚ୍ଚ ଅଟାଳିକାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୨୨ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ।


All Right Reserved By Dharitri.Com

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ...

ଘରେ ବସି ମିଳିବ ଜରୁରୀ ସାମଗ୍ରୀ: ପ୍ରଶାସନ ଜାରି କଲା ହେଲ୍ପଲାଇନ୍‌ ନମ୍ବର

ନଏଡା,୩୧।୩: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ଭିତରେ କରୋନା ସଙ୍କଟକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌...

ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର

ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ...

ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍‌ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି...

ସାରା ଦେଶ ହେଉ ମଦମୁକ୍ତ: ନୀତୀଶ

ପାଟନା,୧୭।୨: ବିହାର ପରେ ଏବେ ସାରା ଦେଶକୁ ମଦ ମୁକ୍ତ କରିବାକୁ ଚାହୁଁଛନ୍ତି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଗୋଟିଏ ପଟେ ମଦମୁକ୍ତକୁ ବିରୋଧୀ ଅସଫଳ...

ଲୁଣ ପାଣିରେ ସ୍ନାନ କଲେ ମିଳିବ ଅନେକ ଫାଇଦା

ଖାଦ୍ୟରେ ଲୁଣ ରହିବା ଜରୁରୀ। ଲୁଣ ବିନା ଖାଦ୍ୟରେ ସ୍ବାଦ ଆସି ନ ଥାଏ। ଜାଣିଛନ୍ତି କେବଳ ଖାଦ୍ୟ ନୁହେଁ ଏହା ଆପଣଙ୍କର ସୌନ୍ଦର୍ଯ୍ୟକୁ ମଧ୍ୟ...

କାରଗିଲ୍‌ ଯୁଦ୍ଧରେ ପାକିସ୍ତାନରେ ଏୟାର ଷ୍ଟ୍ରାଇକ୍‌ କରିବାକୁ ଚାହୁଁ ନ ଥିଲେ ବାଜପେୟୀ

ନୂଆଦିଲ୍ଲୀ,୨୯।୬: କାରଗିଲ୍‌ ଯୁଦ୍ଧରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପାକିସ୍ତାନରେ ଏୟାର ଷ୍ଟ୍ରାଇକ୍‌ କରିବାକୁ ଚାହୁଁ ନ ଥିଲେ। ଏନେଇ ଭାରତୀୟ ବାୟୁସେନାର ପୂର୍ବତନ...

ପଶ୍ଚିମବଙ୍ଗ ଜଳୁଥିବା ବେଳେ ମମତା ବଂଶୀ ଫୁଙ୍କୁଛନ୍ତି: ଭାଜପା ନେତା

କୋଲକାତା,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ହୋଇଥିବା ବିରୋଧ ପ୍ରଦର୍ଶନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ...

Leave a comment

Your email address will not be published. Required fields are marked *