Posted inଜାତୀୟ

ଇସ୍ତଫା ଦେଲେ କଂଗ୍ରେସ ବିଧାୟକ ଅଳ୍ପେଶ ଠାକୁର

ଗାନ୍ଧିନଗର,୫।୭: ଗୁଜରାଟ ରାଧାନପୁରର କଂଗ୍ରେସ ବିଧାୟକ ଅଳ୍ପେଶ ଠାକୁର ଶୁକ୍ରବାର ବିଧାୟକ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ତେବେ ସେ ଏଥିପାଇଁ ରାହୁଲ ଗାନ୍ଧୀଙ୍କୁ ଦାୟୀ କରିଛନ୍ତି। ଅଳ୍ପେଶ କହିଛନ୍ତି ରାହୁଲଙ୍କ ଉପରେ ଭରସା କରି ସେ କଂଗ୍ରେସରେ ଯୋଗ ଦେଇଥିଲେ ହେଲେ ରାହୁଲ ତାଙ୍କ ପାଇଁ କିଛି ବି କଲେ ନାହିଁ। ଅନ୍ୟପଟେ ଦଳରେ ବାରମ୍ବାର ତାଙ୍କୁ ଅପମାନ କରାଯିବାରୁ ସେ ଇସ୍ତଫା ପ୍ରଦାନ କରିଛନ୍ତି।


All Right Reserved By Dharitri.Com

ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧...

ଭାଜପାକୁ ସହଯୋଗ: ମାମଲା ହଟିଲା

ମୁମ୍ବାଇ,୨୬ା୧୧(ପି.ଟି.): ମହାରାଷ୍ଟ୍ର ଜଳସେଚନ ପ୍ରକଳ୍ପ ଦୁର୍ନୀତିକୁ ନେଇ ୯ଟି ମାମଲାର ତଦନ୍ତକୁ ସୋମବାର ରାଜ୍ୟ ଦୁର୍ନୀତି ନିର୍ବାରଣ ବ୍ୟୁରୋ (ଏସିବି) ବନ୍ଦ କରିଦେଇଛି। କୌଣସି ଜଳସେଚନ...

କାଉଡି ଯାତ୍ରା ସମୟରେ ହେଲିକପ୍ଟରରୁ ଫୁଲ ପକାଇବାର ବ୍ୟବସ୍ଥା କଲେ ଯୋଗୀ ସରକାର

ଲକ୍ଷ୍ନୌ,୪।୭: ଶ୍ରାବଣ ମାସ ପାଖେଇ ଆସୁଥିବା ବେଳେ ଏହି ସମୟରେ ହଜାର ହଜାର ଶିବଭକ୍ତ କାଉଡି ଯାତ୍ରାରେ ବାହାରିବେ। ଏହି ସମୟରେ କାଉଡି ଯାତ୍ରାରେ ଯାଉଥିବା...

ଆର୍‌ପିଆଇ ନେତାଙ୍କ ଫାର୍ମହାଉସରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୧ା୬(ପି.ଟି.): ରିପବ୍ଲିକ ପାର୍ଟି ଅଫ୍‌ ଇଣ୍ଡିଆ (ଆର୍‌ପିଆଇ) ନେତା ସମିମ୍‌ ସୈଫ୍‌ଙ୍କ ଦିଲ୍ଲୀ ଫାର୍ମହାଉସ୍‌ରେ ରବିବାର ସକାଳେ ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ସୁରକ୍ଷା କର୍ମୀଙ୍କୁ...

ଦୋଷୀ ଫାଶୀ ଖୁଣ୍ଟରେ ଛୁଲିଲା ପରେ ଖୁସି ହେବି: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କ ପାଇଁ ଗୁରୁବାର ଚତୁର୍ଥ ଥର ଲାଗି ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦...

ବିହାରରେ ଏନ୍‌ଡିଏ ଆଗରେ ମେଣ୍ଟ ପଛରେ

ପାଟନା,୨୩।୫: ବିହାରର ୩୫ଟି ଯାଗ ଲୋକ ସଭା ଆସନରେ ଏନ୍‌ଡିଏ ଏବେ ସୁଦ୍ଧା ଅଗାରେ ଥିବା ସୂଚନା ମିଳିଛି। ଏଠାରେ ମେଣ୍ଟ କେବଳ ପାଟଳିପୁତ୍ର ଆସନରେ...

ବଦଳିଲେ ୬ଟି ରାଜ୍ୟର ରାଜ୍ୟପାଳ: ଉତ୍ତରପ୍ରଦେଶର ରାମ ନାଇକଙ୍କ ବଦଳରେ ଆନନ୍ଦୀବେନ ପଟେଲ

ନୂଆଦିଲ୍ଲୀ,୨୦।୭: କେନ୍ଦ୍ର ସରକାରଙ୍କ ସହମତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୬ଟି ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ଏଥିରେ ସବୁଠାରୁ ଆଗରେ ରହିଛନ୍ତି ମଧ୍ୟପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ...

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ...

Leave a comment

Your email address will not be published. Required fields are marked *