Posted inଜାତୀୟ

ସିବିଆଇକୁ ୭୮୧ କୋଟିରୁ ଅଧିକ ଅର୍ଥ

ନୂଆଦିଲ୍ଲୀ, ୬।୭: ବିଭିନ୍ନ ହାଇ ପ୍ରୋଫାଇଲ ତଥା ସମ୍ବେଦନଶୀଳ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଚଳିତ ବଜେଟରେ ୭୮୧.୦୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ବର୍ଷ ଅପେକ୍ଷା ଏଥର ୨.୦୮ କୋଟି ଟଙ୍କା ଅଧିକ ମିଳିଛି। ଖଣି ଦୁର୍ନୀତି, ବ୍ୟାଙ୍କ ଦୁର୍ନୀତିଠାରୁ ଆରମ୍ଭ କରି ପ୍ରତ୍ୟର୍ପଣ ମାମଲା, ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି, ବିଦେଶରେ ଆଇନଗତ ମାମଲା ଲଢିବା ପାଇଁ ଏହି ସଂସ୍ଥାକୁ ଅଧିକ ଅର୍ଥ ମଞ୍ଜୁର କରାଯାଇଥିବା ପ୍ରକାଶ। ପ୍ରକାଶଥାଉ କି, ୨୦୧୮-୧୯ ବଜେଟରେ ସିବିଆଇକୁ ୭୭୮.୯୩ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ସିବିଆଇ ଇ-ଗଭର୍ନାନ୍ସ, ପ୍ରଶିକ୍ଷଣ କେନ୍ଦ୍ରର ଅତ୍ୟାଧୁନିକୀକରଣ, ଫରେନ୍‌ସିକ ସର୍ପୋର୍ଟ ୟୁନିଟ୍‌ ଆଦି ଲାଗି ଏଥର ସିବିଆଇକୁ ଅଧିକ ଅର୍ଥ ମିଳିଛି।


All Right Reserved By

ସମୁଦ୍ରରେ ବୁଡିଯାଉଥିବା ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କଲେ ଚୋରା ଚାଲାଣକାରୀ ଦଳ

ମାଡ୍ରିଡ,୭।୧୦: ସ୍ପେନର ଦକ୍ଷିଣ ସମୁଦ୍ରରେ ଶୁକ୍ରବାର ଏକ ଫିଲ୍ମର ଦୃଶ୍ୟ ଭଳି ଘଟଣା ନଜର ଆସିଥିଲା। ସମୁଦ୍ର ମଧ୍ୟରେ ଗୋଟିଏ ବୋଟ୍‌ରେ ଏକ ଚୋରାଚାଲାଣକାରୀ ଦଳଙ୍କୁ...

ଜନ୍ମାଷ୍ଟମୀ ପାଇଁ ହରିୟାଣାରେ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧।୮: ହରିୟାଣାରେ ଜନ୍ମାଷ୍ଟମୀ ଉପଲକ୍ଷେ ଅଗଷ୍ଟ ୨୩କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କ ସରକାର ଏହି ନିଷ୍ପତ୍ତି ନେଇଥିବା...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ...

ଘରୁ ଅସରପା ଦୂରେଇ ରଖିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଅଳିଆ ଆବର୍ଜନା ସ୍ଥାନରେ ଅସରପା ରହିଥାନ୍ତି। ଏହାଦ୍ୱାରା ଘର ମଇଳା ହୋଇଥାଏ। ତେବେ ଅସରପାଙ୍କୁ ଘରୁ ଦୂରେଇ ରଖିବା ପାଇଁ ଚିନି ସହିତ ବେକିଙ୍ଗ୍‌ ସୋଡ଼ା...

ରାଜନାଥଙ୍କ ଘରେ ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୧୭।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ଶନିବାର ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ ହୋଇଛି। ଏଥିରେ ଯୋଗଦେବା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ,...

ଭାରତରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଖାଇବର ପାସ୍ତୁନଖ୍ବାରେ ୪୫ ଅଲ୍‌ ବଦର ସଦସ୍ୟଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ,୨୯।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ଜାରି ରଖିଛି। ଏବେ ଅଲ୍‌ ବଦର ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ତାଲିମ୍‌...

ଦୀର୍ଘ ୪୯ବର୍ଷ ପରେ ସଂସଦରେ ବଜେଟ ଉପସ୍ଥାପନ କଲେ ଜଣେ ମହିଳା

ନୂଆଦିଲ୍ଲୀ, ୫।୭: ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ନିର୍ମଳା ସାତାରାମନ୍‌। ୧୯୭୦-୭୧ରେ ପ୍ରଧାନମନ୍ତ୍ରୀ ଥିବାବେଳେ...

ଶ୍ରୀଲଙ୍କା ବିସ୍ଫୋରଣ ପରେ ବେଙ୍ଗାଲୁରରେ ହାଇ ଆଲର୍ଟ ଜାରି

ବେଙ୍ଗାଲୁର,୨୭।୪: ଶ୍ରୀଲଙ୍କାରେ ଗତ ୨୧ ତାରିଖରେ ହୋଇଥିବା ବିସ୍ଫୋରଣ ପରେ ବେଙ୍ଗାଲୁର ଓ ମୈସୂରୁରେ ହାଇ ଆଲର୍ଟ ଜାରି କରାଯାଇଛି। କର୍ନାଟକର ଦକ୍ଷିଣାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *