ଆଡ଼ପ ମଣ୍ଡପରେ ଦର୍ଶନ ଦେଲେ ଦାରୁଦିଅଁ

ପୁରୀ ଅଫିସ,୬।୭: ଆଡ଼ପ ମଣ୍ଡପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ। ଶୁକ୍ରବାର ରାତିରେ ଜନ୍ମବେଦିକୁ ଧାଡ଼ି ପହଣ୍ଡିରେ ଯାତ୍ରା କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଶନିବାର ସକାଳ ୭ଟାରୁ ହଜାର ହଜାର ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଠାକୁରଙ୍କୁ ଦର୍ଶନ କରିଛନ୍ତି। ବର୍ଷା ଏବଂ କୋହଲା ପାଗ ସତ୍ତ୍ୱେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ସକାଳ ଧୂପ ପରେ ଭକ୍ତଙ୍କୁ ଆଡ଼ପ ଅବଢ଼ା ମିଳିବ।


All Right Reserved By

ଝରକା ତାଡ଼ି ଘରେ ପଶିଲେ ଦୁର୍ବୃତ୍ତ: ଟଙ୍କା, ସୁନା ଅଳଙ୍କାର ଚୋରି

ବାରଙ୍ଗ, ୧୧।୬(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଓସ୍ତପଡ଼ା ଗ୍ରାମରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଗ୍ରାମର ସହଦେବ ସାମଲ...

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ...

ମିସେସ୍‌ ଇଣ୍ଡିଆ ପାଇଁ ଭୁବନେଶ୍ୱର ଚୟନ ପ୍ରକ୍ରିୟା ୨୧ରେ

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ମିସେସ୍‌ ଇଣ୍ଡିଆ ୨୦୧୯ ପ୍ରତିଯୋଗିତା ପାଇଁ ଭୁବନେଶ୍ୱରରେ ଅଡିସନ ବା ଚୟନ ପ୍ରକ୍ରିୟା ସ୍ଥାନୀୟ ହୋଟେଲ ହିନ୍ଦୁସ୍ତାନ ଇଣ୍ଟରନ୍ୟାଶନାଲ (ଏଚ୍‌ଏଚ୍‌ଆଇ) ଠାରେ ଆସନ୍ତା...

ଏମ୍ସ ସହ ସ୍ବାସ୍ଥ୍ୟ ବିଭାଗର ବୁଝାମଣାପତ୍ର ସ୍ବାକ୍ଷର: ଏମ୍ସରେ ମିଳିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ରେ ଚିକିତ୍ସା ସେବା ପ୍ରଦାନ ନିମନ୍ତେ ମଙ୍ଗଳବାର ଏମ୍ସ ଭୁବନେଶ୍ୱର ଓ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଏକ...

ଫନୀକୁ ବିତିଲା ମାସେ ଏବେବି ହୋଇନି ଘରଭଙ୍ଗା ତଦନ୍ତ

ଗୋପ, ୩।୬(ଡି.ଏନ୍‌.ଏ.)-ସାମୁଦ୍ରିକ ଝଡ଼ ଫନୀକୁ ମାସେ ବିତିଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନେ ଧୀରେ ଧୀରେ ମୁଖ୍ୟଧାରାକୁ ଫେରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ଘରଭଙ୍ଗା ତଦନ୍ତ...

ବଢୁଛନ୍ତି ରୋଗୀ, ନାହିଁ ଡାଏଲିସିସ୍‌ ମେଶିନ୍‌

ବ୍ରହ୍ମପୁର ଅଫିସ୍‌,୨ା୭-ଗଞ୍ଜାମ ଏବଂ ଏହାର ଆଖାପାଖ ଜିଲାଗୁଡ଼ିକରେ ବିଗତ କିଛି ବର୍ଷ ହେଲା କିଡ୍‌ନୀ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି। ଦକ୍ଷିଣ ଓଡ଼ିଶାର...

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର...

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *