Posted inଜାତୀୟ

ଏସ୍‌ଟିଏଫ୍‌ଙ୍କ ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ

ରାୟପୁର,୬।୭: ଛତିଶଗଡ଼ରେ ସ୍ପେଶାଲ ଟାସ୍କ୍‌ ଫୋର୍ସ(ଏସ୍‌ଟିଏଫ୍‌୍‌)ଙ୍କ ଏନ୍‌କାଉଣ୍ଟରରେ ୪  ମାଓବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଧାମତାରୀ ଜିଲାର ମେଚକା ଜଙ୍ଗଲ ଅଞ୍ଚଳରେ ମାଓବାଦୀମାନେ ଲୁଚିଥିବା ଖବର ପାଇ ଏସ୍‌ଟିଏଫ୍‌୍‌ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ମାତ୍ର ସେମାନେ ପ୍ରଥମେ ଏସ୍‌ଟିଏଫ୍‌୍‌ଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ଏସ୍‌ଟିଏଫ୍‌୍‌ଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିବା ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। ଦୁଇପକ୍ଷଙ୍କ ମଧ୍ୟରେ ପ୍ରାୟ ୫ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ମୃତ ମାଓବାଦୀଙ୍କ ପାଖରୁ ୭ଟି ବନ୍ଧୁକ ଜବତ ହୋଇଛି।


All Right Reserved By

ଆଇଏଏଫ୍‌ ସ୍କ୍ବାଡ୍ରନ ଲିଡର ମିଣ୍ଟିଙ୍କୁ ଯୁଦ୍ଧ ସେବା ସମ୍ମାନ

ନୂଆଦିଲ୍ଲୀ,୧୫।୮- ଭାରତୀୟ ବାୟୁ ସେନା (ଆଇଏଏଫ୍‌) ସ୍କ୍ବଡ୍ରନ ଲିଡର ମିଣ୍ଟି ଅଗ୍ରଓ୍ବାଲଙ୍କୁ ଗୁରୁବାର ଯୁଦ୍ଧ ସେବା ମେଡାଲ ପ୍ରଦାନ କରାଯାଇଛି। ଏଭଳି ସମ୍ମାନ ପାଇବାରେ ସେ...

ସିଦ୍ଧୁଙ୍କୁ ଆଉ ଏକ ଝଟକା

ଚଣ୍ଡିଗଡ଼,୯ା୬-ପଞ୍ଜାବ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ଆଉ ଏକ ଝଟକା ଲାଗିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସରକାରୀ...

ଦିଲ୍ଲୀ ପାଇଁ ଘୋଷଣାପତ୍ର ଜାରି କଲା ଏଏପି

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀ ପାଇଁ ଗୁରୁବାର ଆମ ଆଦ୍‌ମୀ ପାର୍ଟି(ଏଏପି) ତା’ର ଘୋଷଣାପତ୍ର ଜାରି କରିଛି। ଦଳ ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀ...

ଗୁରମୀତ୍‌ ରାମ ରହିମଙ୍କ ପାରୋଲ ଆବେଦନ ଖାରଜ

ଚଣ୍ଡିଗଡ଼,୨୭।୮: ଆତ୍ମଘୋଷିତ ଧର୍ମଗୁରୁ ତଥା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ୍‌ ରାମ ରହିମ ସିଂହଙ୍କୁ ପଞ୍ଜାବ ଓ ହରିୟାଣା କୋର୍ଟ ପକ୍ଷରୁ ବଡ଼ ଝଟ୍‌କା...

ଛାତ୍ରୀଛାତ୍ରଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୨୩।୬: ଆସନ୍ତା ବର୍ଷଠାରୁ ସିବିଏସ୍‌ସି ପିଲାଙ୍କଠାରୁ ଯେଉଁ ସ୍କୁଲ ଫି ନେଉଛି ତାକୁ ସରକାର ବହନ କରିବେ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।...

ଗୋରୁ ଚୋରି ସନ୍ଦେହ: ୩ ଜଣଙ୍କୁ ପିଟି ହତ୍ୟା

ପାଟନା,୨୦ା୭: ବିହାରର ସରନ୍‌ ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁଚୋରି ସନ୍ଦେହରେ ୩ ଜଣଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ...

ଜମ୍ମୁ-କଶ୍ମୀରରୁ ୨ ଜୈଶ କର୍ମୀ ଗିରଫ

ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍‌ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି।...

କଂଗ୍ରେସରେ ସାମିଲ ହେଲେ ବିଏସପି ପ୍ରାର୍ଥୀ, କଂଗ୍ରେସ ସମର୍ଥନ ଉପରେ କରାଯିବ ପୁନଃବିଚାର:ମାୟାବତୀ

ଭୋପାଳ,୩୦।୪: ଉତରପ୍ରଦେଶରେ ଏସ୍‌ପି-ବିଏସ୍‌ପି ସହ କଂଗ୍ରେସର ମେଣ୍ଟ ହୋଇ ପାରି ନ ଥିବା ବେଳେ କଂଗ୍ରେସ ଲଗାତାର ମାୟାବତୀଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *