ରେଳ ବିଭାଗର ବଡ଼ ପଦକ୍ଷେପ: ପୁରୀ ରଥଯାତ୍ରାରେ ଗଡ଼ିବ ୩୬୫ ସ୍ବତନ୍ତ୍ର ଟ୍ରେନ

ପୁରୀ,୨୨।୬: ଜୁନ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ଏନେଇ ରଥଖଳାରେ ଚାଲିଛି ମହାପ୍ରସ୍ତୁତି। ରଥଯାତ୍ରାକୁ ନେଇ ଶ୍ରୀକ୍ଷେତ୍ର ପୁରୀ ଚଳଚଞ୍ଚଳ ହୋଇପଡିଥିବା ବେଳେ ପୂର୍ବତଟ ରେଳ ବିଭାଗ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ରଥଯାତ୍ରା ସମୟରେ ପୁରୀକୁ ୩୬୫ଟି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଯିବା ନେଇ ବ୍ୟବସ୍ଥା କରାଯାଇଛି। ଏହା ଦ୍ୱାରା ରାଜ୍ୟ ତଥା ରାଜ୍ୟ ବାହାରରୁ ଶ୍ରଦ୍ଧାଳୁ ପୁରୀ ଜଗନ୍ନାଥ ଧାମ ଆସି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।

ଶ୍ରଦ୍ଧାଳୁଙ୍କୁ ଦୃଷ୍ଟିରେ ରଖି ପଡ଼ୋଶୀ ଆନ୍ଧ୍ର, ଛତିଶଗଡ଼ ଏବଂ ପଶ୍ଚିମବଙ୍ଗରୁ ଶ୍ରୀକ୍ଷେତ୍ର ପୁରୀକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ପଲାସା, ବିଶାଖାପାଟଣା, ଜଗଦଲପୁର, ଗୋଣ୍ଡିଆ ଓ କୋଲକାତାରୁ ମଧ୍ୟ ପୁରୀକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛ


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?