ପ୍ରଥମେ ବୋଲିଂ କରିବ ଭାରତ

ଲିଡ୍ସ,୬।୭- ଚଳିତ ବିଶ୍ୱକପ୍‌ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ
ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା ଦଳର ରେକର୍ଡ ଭଲ ଥିବାରୁ ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ବାଂଲାଦେଶ ବିପକ୍ଷରେ ଖେଳିଥିବା ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି। ୟୁଜ୍‌ବେନ୍ଦ୍ର ଚହଲ ଓ ମହମ୍ମଦ ସାମିଙ୍କୁ ବିଶ୍ରାମ ଦିଆଯାଇଛି। ଏମାନଙ୍କ ବଦଳରେ ରବୀନ୍ଦ୍ର ଜାଡେଜା ଓ କୁଲଦୀପ ଯାଦବଙ୍କୁ ଦଳରେ ସ୍ଥାନ ମିଳିଛି।
ଭାରତୀୟ ଦଳ: ରୋହିତ ଶର୍ମା, ଲୋକେଶ ରାହୁଲ, ବିରାଟ କୋହଲି (ଅଧିନାୟକ), ମହେନ୍ଦ୍ର ସିଂ ଧୋନୀ, ରିଷଭ ପନ୍ତ, ଦୀନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଯଶ୍‌ପ୍ରୀତ ବୁମ୍‌ରା, ଭୁବନେଶ୍ୱର କୁମାର, ରବୀନ୍ଦ୍ର ଜାଡେଜା ଓ କୁଲଦୀପ ଯାଦବ।


All Right Reserved By

ଭାରତ ଗସ୍ତରେ ଆସିପାରେ ପାକିସ୍ତାନ ମହିଳା ଦଳ

ଲଣ୍ଡନ,୭।୬- ପାକିସ୍ତାନ ମହିଳା କ୍ରିକେଟ ଦଳ ଭାରତ ଗସ୍ତରେ ଆସି ଭାରତୀୟ ମହିଳା ଦଳ ସହ ଅନ୍ତର୍ଜାତୀୟ ଦିନିକିଆ ସିରିଜ୍‌ ଖେଳିବା ନେଇ ଯୋଜନା ଚାଲିଛି।...

ହାଇଦ୍ରାବାଦ ବିପକ୍ଷରେ ଧୋନୀଙ୍କୁ ବିଶ୍ରାମ

ହାଇଦ୍ରାବାଦ, ୧୭।୪ (ପି.ଟି.)- ୨୦୧୦ ପରଠାରୁ ପ୍ରଥମଥର ପାଇଁ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇନାହାନ୍ତି।...

ଅଲିମ୍ପିକ୍‌ ବକ୍ସିଂ: ପ୍ରଶିକ୍ଷଣ ଦେବା ପାଇଁ ବିଦେଶୀ କୋଚ୍‌ ଭାରତ ଆସିବେ

ନୂଆଦିଲ୍ଲୀ,୨୯।୭(ପି.ଟି.)- ଅଲିମ୍ପିକ୍ସ ପାଇଁ ଭାରତୀୟ ବକ୍ସରମାନେ ପ୍ରଶିକ୍ଷଣ ନେବାକୁ ବିଦେଶ ଯିବା ଅତି ସାଧାରଣ କଥା। ଏବେ ଏହି ପ୍ରଥାରେ ପରିବର୍ତ୍ତନ ହେବ। ଆସନ୍ତାବର୍ଷ ଟୋକିଓରେ...

ଗେଲ୍‌ଙ୍କ ପ୍ରତି ନାହିଁ ସହାନୁଭୂତି

ପୋର୍ଟ ଅଫ୍‌ ସ୍ପେନ,୧୦।୮- ଗତ ବିଶ୍ୱକପ୍‌ରେ ଭାରତ ବିପକ୍ଷ ଟେଷ୍ଟ ସିରିଜରୁ ଅବସର ନେବେ ବୋଲି ଘୋଷଣା କରିଥିଲେ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌। ସିରିଜ୍‌ର...

ଗଗନେନ୍ଦୁଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଇଣ୍ଡିଆନ ୟୁନିଭର୍ସିଟିଜ ଦଳର ୧୧୯ ଖେଳାଳି...

ଉପେକ୍ଷିତ ଖେଳାଳିଙ୍କୁ ଶାସ୍ତ୍ରୀଙ୍କ ସାନ୍ତ୍ୱନା

ଦୁବାଇ,୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳ ଚୟନ ନେଇ ପୂର୍ବତନ ଅଲରାଉଣ୍ଡର ତଥା କୋଚ୍‌ ରବି ଶାସ୍ତ୍ରୀ ମୁହଁ ଖେଲିଛନ୍ତି। ବିଶ୍ୱକପ୍‌ ପାଇଁ ଏକ ୧୫ ବଦଳରେ...

ପାକିସ୍ତାନ ଫ୍ୟାନ୍‌ଙ୍କ ମୁହଁରେ ଇଣ୍ଡିଆ..ଇଣ୍ଡିଆ..

ବର୍ମିଂହାମ, ୩୦।୬: ଚଳିତ ଆଇସିସି ବିଶ୍ୱକପର ଗୁରୁତ୍ୱପୂର୍ଣ୍ଣ ୩୮ତମ ମ୍ୟାଚରେ ଦୁଇ ଫେଭରାଇଟ୍‌ ଦଳ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ଭେଟାଭେଟି ହୋଇଛନ୍ତି। ଇଂଲଣ୍ଡ...

ହେନେରିକ୍ସ ଆହତ

ମୋହଲି,୧୭।୪(ପି.ଟି.)- ଅଷ୍ଟ୍ରେଲିଆ ଅଲରାଉଣ୍ଡର ମୋଇସେସ୍‌ ହେନେରିକ୍ସ ଇଞ୍ଜୁରିର ଶିକାର ହୋଇଛନ୍ତି। ଫଳରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପାଇଁ ତାଙ୍କର ପଦାର୍ପଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *