Posted inଜାତୀୟ

ରାହୁଲଙ୍କୁ ମିଳିଲା ଜାମିନ

ପାଟନା,୬।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଶନିବାର ଏକ ମାନହାନି ମାମଲାରେ ଜାମିନ ମିଳିଛି। ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ରାହୁଲଙ୍କ ନାଁରେ ଗତ ଏପ୍ରିଲରେ ପାଟନାର ଚିଫ୍‌ ଜୁଡିସିଆଲ୍‌ ମାଜିଷ୍ଟ୍ରେଟଙ୍କ କୋର୍ଟରେ ଏହି ମାନହାନି ମାମଲା ଦାୟର କରିଥିଲେ। ସୂଚନାଯୋଗ୍ୟ, କର୍ନାଟକର କୋଲାର ଜିଲାରେ ଏକ ନିର୍ବାଚନ ରାଲିରେ ଉଦ୍‌ବୋଧନ ଦେବା ସମୟରେ ରାହୁଲ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସେ କହିଥିଲେ ସବୁ ଚୋରମାନଙ୍କ ସରନେମ୍‌ କାହିଁକି ମୋଦି। ଏହାକୁ ନେଇ ସୁଶୀଲ ମୋଦି ଏକ ମାନହାନି ମାମଲା କରିଥିଲେ।


All Right Reserved By

ବଂଶୀ ସ୍ବର ଶୁଣି ଅଧିକ କ୍ଷୀର ଦିଏ ଗାଈ: ଭାଜପା ବିଧାୟକ

ଗୁଆହାଟୀ, ୨୮।୮: ବଂଶୀ ସ୍ବର ଶୁଣିଲେ ଗାଈ ଅଧିକ କ୍ଷୀର ଦେବ। ଏ କଥା ମୁଁ ନୁହେଁ, ଗୁଜରାଟର ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଗବେଷଣା କରି...

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର, ୨।୮: ଜମ୍ମୁ-କଶ୍ମୀରର ସୋପିୟାଂରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ପକ୍ଷରୁ ଚାଲିଥିବା ଗୁଳିବିନିମୟରେ ଜଣେ ଯବାନ୍‌ ଶହୀଦ ହୋଇଛନ୍ତି ବୋଲି ଜଣାପଡିଛି।...

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର...

ଆରମ୍ଭ ହେଲା ସିନ୍ଦୁର ଖେଳ

କୋଲକତା,୫।୧୦: ବିଜୟା ଦଶମୀ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ସିନ୍ଦୁର ଖେଳ। ଏଥିରେ ବିବାହିତ ମହିଳାମାନେ ମା’ ଦୁର୍ଗାଙ୍କୁ ସିନ୍ଦୁର ଲଗାଇବା ପରେ...

ପେନ୍‌ସନ୍‌ ନେବାକୁ ମନାକଲେ ଜେଟ୍‌ଲୀଙ୍କ ପରିବାର

ନୂଆଦିଲ୍ଲୀ,୧।୧୦:ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ମୃତ୍ୟୁ ପରେ ମିଳିବାକୁ ଥିବା ପେନସନ୍‌କୁ ତାଙ୍କ ପରିବାର ଲୋକେ ଦାନ କରିଦେଇଛନ୍ତି। ଜେଟଲୀଙ୍କ ସ୍ତ୍ରୀ ସଙ୍ଗୀତା ଏନେଇ ରାଜ୍ୟସଭା...

ଚାଲାଣ କାଟିବାରୁ ଥାନାର ବିଜୁଳି କାଟିଦେଲେ ଜେଇ

ମିରଟ,୨୦।୯: ଉତ୍ତର ପ୍ରଦେଶର ମିରଟରେ ଜଣେ ଜେଇ ଥାନାର ବିଜୁଳି କାଟିଦେବା ଖବର ଏବେ ଆସିଛି ଚର୍ଚ୍ଚାକୁ। ଜେଇ ସୋମପ୍ରକାଶ ଗର୍ଗ ବିନା ହେଲମେଟ୍‌ରେ ଗାଡ଼ି...

ପେନସନ୍‌ ପାଇଁ ଯାଇଥିବା ବରିଷ୍ଠ ନାଗରିକଙ୍କୁ ମିଳିଲା ଡେଥ୍‌ ସାର୍ଟିଫିକେଟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବଦାୟୁ ଜିଲା ଗ୍ରାମପଞ୍ଚାୟତ ସଚିବ ୭ ଜଣ ପେନସନଧାରୀଙ୍କୁ ମୃତ ଘୋଷିତ କରିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭେରିଫିକେଶନ ସମୟରେ ଏଭଳି...

ପାର୍ଟି କାର୍ଯ୍ୟାଳୟରେ ସ୍ତ୍ରୀଙ୍କୁ ଚାପୁଡା ମାରିଲେ ଭାଜପା ନେତା

ନୂଆଦିଲ୍ଲୀ, ୨୦।୯: ମେହରୌଲି ଜିଲା ଭାଜପା ପ୍ରମୁଖ ଆଜାଦ ସିଂ ନିଜ ସ୍ତ୍ରୀ ସରିତା ଚୌଧୁରୀଙ୍କୁ ଦକ୍ଷିଣ ଦିଲ୍ଲୀରେ ଥିବା ଭାଜପା କାର୍ଯ୍ୟାଳୟରେ ଚାପୁଡା ମାରିଛନ୍ତି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *