ଦେଶରେ କମିଲା ସଂକ୍ରମଣ: ଆଜି ୩୬,୫୭୧ ଆକ୍ରାନ୍ତ ଚିହ୍ନଟ, ୫୪୦ ମୃତ

ନୂଆଦିଲ୍ଲୀ,୨୦ା୮: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୫୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୦ ଜଣଙ୍କ ମୃତ୍ୟୁ ଘଟିଛି। ଭାରତରେ ବର୍ତ୍ତମାନ ଆକ୍ଟିଭ କେସ୍‌ ୩,୬୩,୬୦୫କୁ ହ୍ରାସ ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ୍‌ ମାମଲାର ୧.୧୩% ଅଟେ। ସେହିପରି ସମଗ୍ର ଦେଶରେ ସମୁଦାୟ ୩,୧୫,୬୧,୬୩୫ ଜଣ ସୁସ୍ଥ ହୋଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ୩୬,୫୫୫ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୭.୫୩%କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୫୮,୮୨୯ କୁ ବୃଦ୍ଧି ପାଇଛି। ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି ୫୨୪ ଜଣ। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୪୦ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪,୩୩,୫୮୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁରରେ ସବ୍‌ଜେଲ୍‌ରେ ପଶିଲା କରୋନା

ପଦ୍ମପୁର,୨୨।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍‌ଜେଲ୍‌ରେ ୮୩ଜଣ କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜେଲ୍‌ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ...

ବିଶେଷଜ୍ଞଙ୍କ ଚେତାବନୀ ଓମିକ୍ରନ୍ ଯୋଗୁ ବ୍ରିଟେନରେ ହୋଇପାରେ ୭୫୦୦୦ ଲୋକଙ୍କ ମୃତ୍ୟୁ

ଲଣ୍ଡନ,୧୪ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଯୋଗୁଁ ସୋମବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନିଜେ ପ୍ରଧାନମନ୍ତ୍ରୀ...

ରାଜନୀତିରୁ ସନ୍ୟାସ ନେବେ ଆଣ୍ଟୋନି, ସୋନିଆଙ୍କୁ ଲେଖିଲେ ଚିଠି…

ନୂଆଦିଲ୍ଲୀ,୯।୩ : କଂଗ୍ରେସରୁ ଜଣେ ବରିଷ୍ଠ ନେତା ବିଦାୟ’ନେବାକୁ ଯାଉଛନ୍ତି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଥିବା ଏ.କେ ଆଣ୍ଟୋନି ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଏକ...

ସ୍ବାଧୀନତା ଦିବସ ପୂର୍ବରୁ ମଣିପୁରରୁ ୭ ଉଗ୍ରବାଦୀ ଗିରଫ…

ଇମ୍ଫାଲ, ୧୪।୮ : ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଏକ ବଡ ଷଡଯନ୍ତ୍ର ପଣ୍ଡ ହୋଇଛି। ସୂଚନାନୁସାରେ, ମଣିପୁରର ବିଭିନ୍ନ ସ୍ଥାନରୁ ନିଷିଦ୍ଧ ପିପୁଲ୍ସ ଲିବରେସନ...

ସକ୍ରିୟ ମାମଲା ଲକ୍ଷେ ୩୬ ହଜାର ଟପିଲା…

ନୂଆଦିଲ୍ଲୀ, ୧୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଏଚ୍‌୩ଏନ୍‌୨ ସଂକ୍ରମଣ ଚିନ୍ତା: ମାସ୍କ, ଟିକାକରଣ, ସାନିଟାଇଜେସନ୍‌ ଉପରେ ଗୁରୁତ୍ୱ

ନାଗପୁର,୧୩ା୩: ଜାତୀୟ କୋଭିଡ୍‌ ଟାସ୍କଫୋର୍ସର ନେତୃତ୍ୱ ନେଇଥିବା ଡ. ରଣଦୀପ୍‌ ଗୁଲେରିଆ ବର୍ତ୍ତମାନର ଇନ୍‌ଫ୍ଲୁଏଞ୍ଜା ଏଚ୍‌୩ଏନ୍‌୨ ସଂକ୍ରମଣକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ସଂକ୍ରମଣରୁ ବର୍ତ୍ତିବା ଲାଗି...

ରାଜ୍ୟ ସଭା ନିର୍ବାଚନ: ୪ ଟିଏମ୍‌ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା

କୋଲକାତା,୮।୩: ରାଜ୍ୟ ସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ ଅର୍ପିତା ଘୋଷ,...

ଅଗଷ୍ଟ ୨ ଯାଏ ଅତାବିରା ଶଟଡାଉନ୍‌

ସରଣ୍ଡା,୨୭।୭( ଡି.ଏନ୍‌.ଏ.): ବରଗଡ ଜିଲାରେ କରୋନା ହୁ ହୁ ହୋଇ ବଢ଼ିଚାଲିଛି। ଅତାବିରାରେ ଗୋଷ୍ଟି ସଂକ୍ରମଣ ଦିଗକୁ ଆଗଉ ଥିବାବେଳେ ସୋମବାର ୨୧ ଜଣଙ୍କ ରିପୋର୍ଟ...

Advertisement
Archives

Model This Week