Posted inଜାତୀୟ

କର୍ନାଟକରେ ସରକାର ଗଢିବାକୁ ସଫା ହେଉଛି ଭାଜପାର ରାସ୍ତା

ବେଙ୍ଗାଲୁର,୬।୭: କର୍ନାଟକରେ ଏବେ କୁମାରସ୍ବାମୀ ସରକାର ସଙ୍କଟରେ। ଶନିବାର କଂଗ୍ରେସର ୮ ଓ ଜେଡିଏସ୍‌ର ୩ ବିଧାୟକ ଇସ୍ତଫା ଦେବା ଦେବା ପରେ ଏବେ ମେଣ୍ଟ ସରକାର ଭାଙ୍ଗିବ ବୋଲି ଆଲୋଚନା ହେଉଛି। ସୂଚନା ଅନୁଯାୟୀ, କର୍ନାଟକରେ ମୋଟ ବିଧାନସଭା ଆସନ ସଂଖ୍ୟା ୨୨୪। ସଂଖ୍ୟା ଗରିଷ୍ଠତା ପାଇଁ ଏଠାରେ ୧୧୩ ବିଧାୟକ ଆବଶ୍ୟକ। ଆଉ ଏବେ ଭାଜପା ପାଖରେ ରହିଛନ୍ତି ୧୦୫ ବିଧାୟକ। ଆଉ ଅନ୍ୟପଟେ କଂଗ୍ରେସ ଓ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେଉଥିବା ବେଳେ ଏବେ ମେଣ୍ଟ ସରକାର ବିଧାୟକଙ୍କ ସଂଖ୍ୟା ପହଞ୍ଚିଛି ୧୧୪ରେ। ପୁଣି ଭାଜପା ଦାବି କରୁଛି କି ଆଉ ୨ ଜେଡିଏସ୍‌ ବିଧାୟକ ଗୁପ୍ତ ଭାବେ ଇସ୍ତଫା ଦେବେ ବୋଲି କହିଛନ୍ତି। ତେଣୁ କର୍ନାଟକ ମେଣ୍ଟ ସରକାର ଏକ ପ୍ରକାର ଭାଙ୍ଗିବା ପରିସ୍ଥିତିରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଯୋର ଧରିଛି।


All Right Reserved By Dharitri.Com

ଅହମଦାବାଦରୁ ଆଗ୍ରା ହୋଇ ଦିଲ୍ଲୀ ଯିବେ ଟ୍ରମ୍ପ ଦମ୍ପତି

ନୂଆଦିଲ୍ଲୀ,୨୦।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ବେଳକୁ ବେଳ ଉତ୍ସାହ...

ଅଜିତଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ

ମୁମ୍ବାଇ, ୨୯।୧୧ :ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ୬ ମନ୍ତ୍ରୀ ଶପଥ...

ବଦଳି ଯାଇଛି ବାପୁଙ୍କ ଭାରତ; ଚାରିଆଡ଼େ ବ୍ୟାପିଛି ହିଂସା-ଅସହିଷ୍ଣୁତା: କପିଲ ସିବଲ୍‌

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ସଦସ୍ୟ କପିଲ୍‌ ସିବଲ୍‌ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଆଜି ବାପୁଙ୍କ ଭାରତ ଚିତ୍ର...

ସର୍ବଦଳୀୟ ବୈଠକ ଡାକିବାକୁ କଂଗ୍ରେସର ପରାମର୍ଶ

ନୂଆଦିଲ୍ଲୀ,୧୭।୩(ଆଇଏଏନ୍‌ଏସ୍‌): କରୋନା ସ୍ଥିତିକୁ ନେଇ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିବାକୁ ସୋମବାର କଂଗ୍ରେସ ପରାମର୍ଶ ଦେଇଛି। ପାର୍ଲାମେଣ୍ଟ ଅଧିବେଶନକୁ ମୁଲତବୀ ରଖାଯିବ କିମ୍ବା ଏହା...

ସିସିଟିଭିରୁ ଧରାପଡ଼ିଲା ପିଆଜ ଚୋର

ମୁମ୍ବାଇ,୧୧।୧୨: ସାରା ଦେଶରେ ପିଆଜର ବର୍ଦ୍ଧିତ ଦରଦାମ୍‌ ବଜାରରେ ନିଆଁ ଲଗାଇଛି। ଏଥିଯୋଗୁ ବ୍ୟବସାୟୀ ଓ ଗ୍ରାହକ ବହୁ ହଇରାଣ ହେଉଛନ୍ତି। ପିଆଜ ଦର ୧୦୦ରୁ...

ଇଣ୍ଡିଆ ଗେଟ୍‌ରେ ଧାରଣା ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୬।୧୨: ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋମବାର ଅପରାହ୍ନରେ ଇଣ୍ଡିଆ ଗେଟ୍‌ରେ ଧାରଣା ଦେଇଛନ୍ତି। ଏଥିସହ ଜାମିଆରେ ହୋଇଥିବା...

ଗିରଫ ହେଲେ ଅବଦୁଲ୍ଲାଙ୍କ ଭଉଣୀ

ଜମ୍ମୁ,୧୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାକୁ ପ୍ରାୟ ୭୦ ଦିନ ପୂରି ଗଲାଣି। ଏହାପରେ ମଙ୍ଗଳବାର ଶ୍ରୀଗନରରେ ସିଲିଭ ସୋସାଇଟି ଦ୍ୱାରା ବିରୋଧ ପ୍ରଦର୍ଶନ...

ନୂଆ ମୋଟର ଯାନ ନିୟମ ଅନୁଯାୟୀ ଚାଲାଣ କାଟିବାରୁ ବଞ୍ଚାଇ ପାରିବ ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ,୪।୯: ଚଳିତ ମାସ ଆରମ୍ଭରୁ ନୂଆ ମୋଟର ଯାନ ନିୟମ ଲାଗୁ ହୋଇଥିବା ବେଳେ ଏବେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ...

Leave a comment

Your email address will not be published. Required fields are marked *