ଡାକ ବିଭାଗର ଅବହେଳା : ୩ ମାସ ପରେ ବି ମଳିନି ମନିଅର୍ଡର

ରତ୍ନଗିରି,୬ା୭(ଡି.ଏନ.ଏ.): ଯାଜପୁର ଜିଲା ବରୀ ଉପଖଣ୍ଡ ଡାକ କାର୍ଯ୍ୟାଳୟରେ ଗତ ଏପ୍ରିଲ ୮ରେ ବରୀ ବ୍ଲକ ଅଧୀନ ଅରଙ୍ଗାବାଦ ପଞ୍ଚାୟତର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦୋଳଗୋବିନ୍ଦ ଦାଶ ବଂରାଶ ଗ୍ରାମରେ ରହୁଥିବା ସମ୍ପର୍କୀୟ ସୁବାସିନି ରଥଙ୍କ ନିକଟକୁ ମନିଅର୍ଡର ଯୋଗେ ବରୀ ଉପଖଣ୍ଡ କାର୍ଯ୍ୟାଳୟରୁ ୨୨୦ ଟଙ୍କା ପଠାଇ ଥିଲେ। ମାତ୍ର ଡାକ ବିଭାଗର ଅବହେଳା ଓ ମନମୁଖି କାର୍ଯ୍ୟ ଯୋଗୁ ଟଙ୍କା ପଠାଇବାକୁ ୩ ମାସ ବିତିଯାଇଥିଲେ ମଧ୍ୟ ସୁବାସିନିଙ୍କ ନିକଟରେ ପହଞ୍ଚି ନ ଥିବା ଦୋଳଗୋବିନ୍ଦ ଅଭିଯୋଗ କରିଛନ୍ତି। ଏ ସର୍ମ୍ପକରେ ବରୀ ଉପଡାକ ଅଧିକାରୀ କାମଦେବ ଜେନାଙ୍କୁ ପଚାରିବାରୁ, ଅଭିଯୋଗ ପାଇଛନ୍ତି। କେଉଁ କାରଣରୁ ମନିଅର୍ଡର ପହଞ୍ଚିନାହଁି, ସେଥିରେ ତ୍ରୁଟି କରିଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଉପରିସ୍ଥ କର୍ମକର୍ତ୍ତାଙ୍କ ଦୃଷ୍ଟି ଆର୍କଷଣ କରିଥିବା କହିଛନ୍ତି।


All Right Reserved By Dharitri.Com

ମାଉସୀମା’ ମନ୍ଦିର ଆଗରେ ତିନିଠାକୁରଙ୍କ ରଥ

ରଣପୁର, ୭ା୭ (ସ୍ବ.ପ୍ର.): ଓଡ଼ିଶାର ଦ୍ୱିତୀୟ ଶ୍ରକ୍ଷେତ୍ର କୁହାଯାଉଥିବା ରଣପୁରଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ଶନିବାର ସମାପ୍ତ ହୋଇଛି । ସନ୍ଧ୍ୟାରେ ରଥରୁ...

ଅଧିକ ମୂଲ୍ୟରେ ମଦ ବିକ୍ରିକୁ ବିରୋଧ କର୍ମଚାରୀଙ୍କ ଗୁଳିମାଡ଼ରେ ଜଣେ ଗୁରୁତର

ଭାପୁର/ଖଣ୍ଡପଡ଼ା,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ବଜାରସ୍ଥିତ ଏକ ମଦ ଦୋକାନରେ ଧାର୍ଯ୍ୟ ଦରଠାରୁ ଅଧିକ ମୂଲ୍ୟରେ ବିକ୍ରିକୁ ବିରୋଧ କରି ସୋମବାର ସନ୍ଧ୍ୟାରେ ଦୋକାନ...

ପାଟକୁରା ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ

କେନ୍ଦ୍ରାପଡା ଅଫିସ, ୨୧।୭: କେନ୍ଦ୍ରାପଡା ଜିଲାର ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଶେଷ ହୋଇଛି । ଏଥିସହିତ ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ...

ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ: ନୟାଗଡ଼ରେ ୩ଟା ୩୦ରେ ହେବ ରଥଟଣା

ନୟାଗଡ଼ ଅଫିସ,୩।୭: ଗୁରୁବାର ଘୋଷଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ନୟାଗଡ଼ ସହର ଓଲ୍ଡଟାଉନ୍‌ଠାରେ ଥିବା ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ...

ନିର୍ମାଣର ବର୍ଷକରେ ରାସ୍ତା ମରଣଯନ୍ତା

ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ...

ସରିଲା ସାଧାରଣ ନିର୍ବାଚନ, ଏବେ ପୌର ନିର୍ବାଚନ ଉପରେ ନଜର

ପାରାଦୀପ,୬ା୬(ସ୍ବ.ପ୍ର.): ସାଧାରଣ ନିର୍ବାଚନକୁ ନେଇ ସୃଷ୍ଟି ହୋଇଥିବା ଉଷ୍ମତା ଏବେ ଏକ ପ୍ରକାର ଶାନ୍ତ ପଡିଲାଣି। ରାଜ୍ୟ ଓ କେନ୍ଦ୍ରରେ ନୂଆ ସରକାର ଦାୟିତ୍ୱ ନେଇସାରିଲେଣି।...

ସଡ଼କ ସୁରକ୍ଷା ବୈଠକ: ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ନୋଟିସ

ଯାଜପୁର ଅଫିସ,୨୨ା୬: ଯାଜପୁର ଜିଲା ସଡକ ସୁରକ୍ଷା ସମ୍ପର୍କିତ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏଆଇ) ଓ ପୌର ପ୍ରଶାସନର ତଥ୍ୟ...

ସହରକୁ ସ୍ବଚ୍ଛ କରିବା ସହରବାସୀଙ୍କ ଦାୟିତ୍ୱ : ଜିଲାପାଳ

ଯାଜପୁରରୋଡ଼,୭।୬(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପାୈରପରିଷଦକୁ ପ୍ରଦୂଷଣ ମୁକ୍ତ ତଥା ସ୍ବଚ୍ଛ ରଖିବା ପାଇଁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଅନୁଷ୍ଠିତ...

Leave a comment

Your email address will not be published. Required fields are marked *