Posted inଜାତୀୟ

୩୬୯ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍‌ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍‌ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍‌ରେ ଆଂଶିକ ବାତିଲ କରାଯାଇଛି।  କେତେକ ଟ୍ରେନ୍‌ର ଗତିପଥ ବଦଳାଇ ଯାତ୍ରା କରିବାର ବ୍ୟବସ୍ଥା କରାଯାଇଛି। ତେବେ ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳବାଇ ପକ୍ଷରୁ ୩୬୯ ଟ୍ରେନ୍‌କୁ ବାତିଲ କରିଦିଆଯାଇଛି। ୨୧୦ଟି ମେଲ୍‌ ଏବଂ ୧୫୯ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ଏବଂ ରେଳବାଇର ନିରାପତ୍ତା ପାଇଁ ଏପରି ନିଷ୍ପତ୍ତି ନିଆଯାଇଥିବା ପୂର୍ବତଟ ରେଳ ବିଭାଗ (ଇସିଆର) ମୁଖ୍ୟ ଜନସମ୍ପର୍କ ଅଧିକାରୀ ବୀରେନ୍ଦ୍ର କୁମାର କହିଛନ୍ତି। ଶନିବାର ରାତି ୮ଟାରୁ ରବିବାର ଭୋର୍‌ ୪ ଟା ପର୍ଯ୍ୟନ୍ତ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri