Posted inରାଜ୍ୟ

ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ୨୯ ସୁସ୍ଥ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୨୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୬୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri