Posted inରାଜ୍ୟ

ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ୨୯ ସୁସ୍ଥ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୨୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୬୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ...

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...

ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ

କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ...

ଆଜି ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ...

ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ

ଗୋପ,୬।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ...

ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା...

ଭିଜିଲାନ୍ସ ଜାଲରେ ସହକାରୀ ଜିଲାପାଳ

ରାଉରକେଲା ଅଫିସ, ୮।୨: ରାଉରକେଲାର ସହକାରୀ ଜିଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ...

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ...

Advertisement
Archives

Model This Week