ମାଲକାନଗିରିରୁ ୩୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ୪,୬୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ମାଲକାନଗିରି, ୨୪।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲାରୁ ଶନିବାର ୩୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ପୌର ପରିଷଦର ୭, ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪, ମାଲକାନଗିରି ବ୍ଲକରୁ ୪, ମାଥିଲି ବ୍ଲକରୁ ୮, ପଡିଆ ବ୍ଲକରୁ ୪, ଖଇରପୁଟ ବ୍ଲକରୁ ୩, କାଲିମେଳା ବ୍ଲକରୁ ୬, ଚିତ୍ରକୋଣ୍ଡା ବ୍ଲକରୁ ୧ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୬୪୯ରେ ପହଞ୍ଚିଛି। ସେଥିମଧ୍ୟରୁ ୪୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧୬ ଜଣ ଚିକିତ୍ସିତ ହେଉଛନ୍ତି। ୧୪ ଜଣ ମୃତ୍ୟୁ ଘଟିଥିବା ମାଲକାନଗିରି ଜିଲାପାଳ ମନିଷ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ

କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି।...

ଏଥର ବିନାଭକ୍ତରେ ରୁକୁଣା ରଥଯାତ୍ରା

ଭୁବନେଶ୍ୱର,୯।୪(ବ୍ୟୁରୋ): ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ। ଏଶାସ ନେଇ ବିଏମ୍‌ସି ପକ୍ଷରୁ ଅନୁମତି ମିଳିଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁସାରେ ୧୦୦ ସେବାୟତଙ୍କୁ...

ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୯ା୧: ବ୍ରହ୍ମପୁର ସଦର ଥାନାର ଭୌଗୋଳିକ ସୀମା ଅଧିକ ରହିଛି। ଏଣୁ ଉକ୍ତ ଥାନା ଅଧୀନରେ ଥିବା ନିମଖଣ୍ଡି ଫାଣ୍ଡିକୁ ଥାନାରେ ରୂପାନ୍ତରିତ କରିବା...

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ...

ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଭବାନୀପାଟଣା,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ...

ସମ୍ଭାବ୍ୟ ମହାବାତ୍ୟା ‘ଅମ୍ପନ’ର ମୁକାବିଲା ପାଇଁ ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲା ସ୍ବେଛାସେବୀ ସଂଗଠନ

ଗଞ୍ଜାମ,୧୯।୫(ଡି.ଏନ୍‌.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର...

ଜୟପୁରରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଜୟପୁର,୧୫।୮(ନି.ପ୍ର.) : ଜୟପୁର ମୁଖ୍ୟରାସ୍ତାରେ ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

Advertisement
Archives

Model This Week