Posted inଜାତୀୟ

ପଶ୍ଚିମବଙ୍ଗରେ ୧୧୨ ଜୀବନ୍ତ ବୋମା ଉଦ୍ଧାର: ୩୯୯ଜଣ ଗିରଫ

କୋଲକାତା,୭।୭: ପଶ୍ଚିମବଙ୍ଗରେ କିଛିଦିନ ହେବ ଲାଗି ରହିଥିବା ରାଜନୈତିକ ହିଂସା ଥମୁ ନ ଥିବା ବେଳେ ପୋଲିସ ଶନିବାର ସୁଦ୍ଧା ପ୍ରାୟ ୧୧୨ଟି ଜୀବନ୍ତ ବୋମା ଉଦ୍ଧାର କରିବା ସହ ୩୯୯ ଜଣଙ୍କୁ ଗିରଫ କରିଛି। ଏହି ବୋମା ଗୁଡିକ ବୀରଭୁମ ଜିଲାର ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି। ସୂଚନାଯୋଗ୍ୟ, ଏଠାରେ ଭାଜପା ଓ ତ୍ରୁଣ ମୂଳ କଂଗ୍ରେସର କର୍ମକର୍ତ୍ତାଙ୍କ ମଧ୍ୟରେ କିଛିଦିନ ହେବ ଚାଲିଥିବା ଅଶାନ୍ତି ବେଳକୁ ବେଳ ବଢିବା ସହ ଏହା ଏବେ ପୋଲିସ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟି ଯାଇଛି।


All Right Reserved By

ସିଆଚେନ୍‌ରେ ହାତୁଡ଼ିରେ ପିଟିଲେ ଅଣ୍ଡା ବି ଫାଟୁନି: ଖାଦ୍ୟ ପାଇଁ ହନ୍ତସନ୍ତ ଯବାନ

ସିଆଚେନ୍‌, ୯।୬: ସିଆଚେନ୍‌ରେ ୨୦ ହଜାର ମିଟର ଉପରେ ଦେଶର ସୁରକ୍ଷା ପାଇଁ ମୁତୟନ ରହିଛନ୍ତି ସେନା ଯବାନ। ଯବାନଙ୍କ ପାଇଁ ବିଭିନ୍ନ ଖାଦ୍ୟ ସାମଗ୍ରୀ...

କଂଗ୍ରେସ ବିଧାୟକଙ୍କ ଗୁଣ୍ଡାଗିରି: ଇଞ୍ଜିନିୟରଙ୍କୁ ଫୋପାଡିଲେ କାଦୁଅ

ମୁମ୍ବାଇ, ୪।୭: ନଗର ନିଗମ ଅଧିକାରୀଙ୍କୁ ବ୍ୟାଟ୍‌ରେ ପିଟି ଭାଜପା ବିଧାୟକ ଜେଲ୍‌ ଯିବାକଥା ମନରୁ ନ ଲିଭୁଣୁ ପୁଣି ଜଣେ କଂଗ୍ରେସ ବିଧାୟକ ଇଞ୍ଜିନିୟରଙ୍କୁ...

ସ୍ମୃତି ଇରାନୀଙ୍କ ନିକଟତମ ସହଯୋଗୀଙ୍କୁ ଗୁଳି କରି ହତ୍ୟା

ଅମେଠି,୨୬।୫: ସ୍ମୃତି ଇରାନୀଙ୍କ ନିକଟତମ ସହଯୋଗୀ ସୁରେନ୍ଦ୍ର ସିଂଙ୍କୁ ଗୁଳିକରି ହତ୍ୟା କରାଯାଇଛି। ସୁରେନ୍ଦ୍ର ସ୍ଥାନୀୟ ବରୌଲିଆ ଗାଁର ପୂର୍ବତନ ମୁଖିଆ ଥିଲେ। ସୁରେନ୍ଦ୍ରଙ୍କୁ ଚିକିତ୍ସା...

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ...

ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା

ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍‌ ୧୨ରେ ସରକାରଙ୍କ ପକ୍ଷରୁ...

ହାର୍ଦ୍ଦିକ ପଟେଲଙ୍କ ଜୀବନ ପ୍ରତି ବିପଦ: ଲୋଡିଲେ ପୋଲିସ ସହାୟତା

ଜାମ୍‌ନଗର,୨୧।୪: ଏକ ନିର୍ବାଚନୀ ସଭାରେ ଜଣେ ବ୍ୟକ୍ତି ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା ମାରିଥିଲେ। ଏହାପରେ ହାର୍ଦ୍ଦିକ ତାଙ୍କ ଜୀବନପ୍ରତି ବିପଦଥିବା ସୂଚିତ କରି ସ୍ଥାନୀୟ ଏସ୍‌ପିଙ୍କୁ...

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା...

ହିମାଚଳ ପ୍ରଦେଶରେ ଭୂସ୍ଖଳନ

ଶିମଲା,୨୫।୬: ହିମାଚଳ ପ୍ରଦେଶ କିନୌର ଜିଲାର କଶଙ୍ଗ ନାଳ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ର ଏକ ଅଂଶ ଧସି ଯାଇଥିଲା। ଫଳରେ ନ୍ୟାସନାଲ ହାଇଓ୍ବେ-୫ରେ ରାସ୍ତା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *