Posted inUncategorized

ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୭।୭: କିଛିଦିନ ତଳେ କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏବେ ଯେମିତି ଦେଶରେ କଂଗ୍ରେସର ସ୍ଥିତି ଭୁଷୁଡି ପଡିବା ଭଳି ମନେ ହେଉଛି। ରବିବାର ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ମିଲିନ୍ଦ ଦେଓରା। ଆଗକୁ ମୁମ୍ବାଇ ବିଧାନସଭା ନିର୍ବାଚନ ଥିବା ବେଳେ ଏକ ତିନି ଜଣିଆ ସଦସ୍ୟ ବିଶିଷ୍ଟ ପ୍ୟାନେଲ ଗଠନ କରି କଂଗ୍ରେସର ନେତୃତ୍ୱ ନେବାକୁ ସେ ପ୍ରସ୍ତାବ ରଖିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ନିଜର ସ୍ଥିତି ଜାହିର କରି ନ ଥିବା କଂଗ୍ରେସ ଏବେ ଏକ ପ୍ରକାର ସତ୍ତା ହରାଇବାକୁ ଯାଉଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


All Right Reserved By Dharitri.Com

Posted inUncategorized View All

ଚିନ୍ତା ବଢାଇଛି ଆଣବିକ ବିକିରଣ ଯୋଗୁ ଲାଗିଥିବା ନିଆଁ

କିଭ,୧୩।୪: ୟୁକ୍ରେନର ଚେର୍ନୋବିଲ ଆଣବିକ କାରଖାନାର ପରିତ୍ୟକ୍ତ ଅଞ୍ଚଳରେ ଲାଗିଥିବା ନିଆଁ ଏବେ ଚିନ୍ତାର କାରଣ ପାଲଟିଛି। ଏହାକୁ ଆୟତ୍ତ କରିବାକୁ ଶହ ଶହ ଅଗ୍ନିଶମ...

ଦିଲ୍ଲୀ-ବେଙ୍ଗାଲୁରୁୁ ବିମାନରେ ଏକୁଟିଆ ଯାତ୍ରା କଲେ ୫ ବର୍ଷର ଶିଶୁ

ବେଙ୍ଗାଲୁରୁ,୨୫।୫: ପାଖାପାଖି ୨ ମାସ ପରେ ସୋମବାରଠାରୁ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ଅବସରରେ ଦିଲ୍ଲୀରୁ ଏକ ବିମାନ ବେଙ୍ଗାଲୁରୁରେ ପହଞ୍ଚିଥିଲା। ଏହି...

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧...

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ...

ଗୁଜରାଟର ୬୭ ବିଧାୟକଙ୍କୁ ଜୟପୁର ନେଲା କଂଗ୍ରେସ

ଅହମଦାବାଦ, ୧୭।୩: ୨୬ରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ କଂଗ୍ରେସ ନିଜ ୬୭ ବିଧାୟକଙ୍କୁ ଜୟପୁର ନେଇଯାଇଛି। ୧୮୨ଆସନ ବିଶିଷ୍ଟ ରାଜ୍ୟ...

ଜୟପୁର ପରେ ବିହାରକୁ ବ୍ୟାପିଲା କରୋନା ଭାଇରସ୍‌

ପାଟନା,୨୭।୧: ଚାଇନାରେ କରୋନା ଭାଇରସ୍‌ ଆତଙ୍କ ଖେଳାଇବା ପରେ ଏବେ ଏହା ଭାରତକୁ ବ୍ୟାପିଥିବା ଜଣାପଡ଼ିଛି। ଜୟପୁର ପରେ ବିହାରର ରାଜଧାନୀ ପାଟନାରେ କରୋନା ଭାଇରସ୍‌ର...

ଦେଖନହାରୀ ସାଜିଛେ ପରଶାସନ: ସୀମା ଟପୁଛେ ସାମାଜିକ ବାସଁଦ୍‌ର ଜାତ୍‌ନା

ବାମରା, ୧୫।୧ (ଡି.ଏନ୍‌.ଏ.)-ଝାଡ଼ଖଣ୍ଡ ସୀମଡ଼େଗା ଅଂଚଲରୁ ଆସି ଗଲା ୨୫ ବଛର ହେଲା ବାମରା ବ୍ଲକ କେସାଇବାହାଲରେ ରହୁଥିବାର ପୁସୁ ମାଝିକଁର ପରିବାର ସାମାଜିକ ବାସଁଦ୍‌ର...

Leave a comment

Your email address will not be published. Required fields are marked *