ସୁସ୍ଥ ରହିବା ପାଇଁ ଘରେ ଲଗାନ୍ତୁ ଗଛ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଅନେକ ଲୋକ ଘର ଚାରିପଟେ ବିଭିନ୍ନ ପ୍ରକାର ଗଛ ଲଗାଇ ଥାଆନ୍ତି। ଏହାଦ୍ୱାରା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇ ନ ଥାଏ ବରଂ ଘରେ ରହୁଥିବା ଲୋକେ ସୁସ୍ଥ ରହି ଥାଆନ୍ତି ବୋଲି ନିକଟରେ ୟୁନିଭର୍ସିଟି ଅଫ୍‌ ଟେଲେସିରେ ହୋଇଥିବା ଗବେଷଣାରୁ ଜଣାପଡିଛି। ଗବେଷକଙ୍କ ମତରେ ଜେନେଟିକ୍‌ ଇଞ୍ଜିନିୟରିଂ ମାଧ୍ୟମରେ ଯେଉଁସବୁ ଗଛକୁ ରୋପଣ କରାଯାଇଥାଏ ତାହାଦ୍ୱାରା ପରିବେଶ ସୁସ୍ଥ ରହିଥାଏ। ତେଣୁ ସୁସ୍ଥ ପରିବେଶରେ ଯେଉଁମାନେ ବି ରୁହନ୍ତି ସେମାନେ ସୁସ୍ଥ ରହିଥାଆନ୍ତି।


All Right Reserved By

ଭାରୀ ଉପକାରୀ ଦେଶୀ ଘିଅ

ଆମ ମନରେ ଏକ ଧାରଣା ବସା ବାନ୍ଧି ରହିଯାଇଛି ଯେ, ଦେଶୀ ଘିଅ ନିୟମିତ ଭାବେ ଖାଇବା ଦ୍ୱାରା ଶରୀର ଓଜନ କ୍ଷିପ୍ର ଗତିରେ ବଢ଼ିବା...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଫଳ ଚୋପା…

ଡାଳିମ୍ବ ଖାଇସାରି କେତେକ ଏହାର ଚୋପାକୁ ଫିଙ୍ଗି ଦେଇଥାନ୍ତି। ତେବେ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଜୁସ୍‌ କରି ନିୟମିତ...

କଲେଜି ମସଲା

ଆବଶ୍ୟକ ସାମଗ୍ରୀ : ମଟନ କଲିଜା- ୫୦୦ଗ୍ରାମ ପିଆଜ- ୩ଟା(ପେଷ୍ଟ) ଟମାଟୋ- ୨ଟା(ପେଷ୍ଟ) ଲଙ୍କା, ଜିରା, ଧନିଆ ଗୁଣ୍ଡ- ୧ ଚାମଚ ଲେଖାଏ, ହଳଦୀ ଗୁଣ୍ଡ-...

ରାତିରେ ଖରାପ ଏବଂ ଭୟଙ୍କର ସ୍ବପ୍ନ ଦେଖୁଛନ୍ତି କି? ତା’ହେଲେ ଆପଣାନ୍ତୁ ଏହି ଉପାୟ

ରାତିରେ ଶୋଇବା ସମୟରେ ଲୋକଙ୍କୁ ଖରାପ ଏବଂ ଭୟଙ୍କର ସ୍ବପ୍ନ ଆସିଥାଏ, ଯେଉଁଥିପାଇଁ ଭୟଭୀତ ହୋଇ ହଠାତ୍‌ ନିଦ ଭାଙ୍ଗି ଯାଇଥାଏ। କିଛି ଲୋକଙ୍କୁ ପ୍ରତିଦିନ...

ଥାଇରଏଡ୍‌ ଓ କର୍କଟ ରୋଗକୁ ନିୟନ୍ତ୍ରଣରେ ରଖିଥାଏ ପଣସ

ପଣସରେ ଭିଟାମିନ ଏ, ସି, ଥାଇମିନ, ପୋଟାସିୟମ, କ୍ୟାଲସିୟମ, ଆଇରନ, ଫଲିକ ଏସିଡ ଓ ମ୍ୟାଗ୍ନେସିୟମ ଭଳି ଅନେକ ପୌଷ୍ଟିକ ଗୁଣ ରହିଥାଏ। ଯାହା ଶରୀରର...

ଭାଜପାକୁ ପୁଣି ଫେରିପାରନ୍ତି ବିଜୟ ମହାପାତ୍ର

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଭାଜପାର ପୂର୍ବତନ ବରିଷ୍ଠ ନେତା ବିଜୟ ମହାପାତ୍ର ପୁଣି ଥରେ ଭାଜପାକୁ ଫେରିପାରନ୍ତି। ସାଧାରଣ ନିର୍ବାଚନ ପାଇଁ ରାଜନୀତିକ ଛକାପଞ୍ଝା ଆରମ୍ଭ ହୋଇଥିବାବେଳେ...

ଅଂଶୁଘାତରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ଖରାଦିନେ ପ୍ରବଳ ଗରମରେ ଅଂଶୁଘାତ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆଖୁରସ ପିଇଲେ ଅନେକ ଉପକାର ମିଳେ । ଆଖୁରସରେ ଭିଟାମିନ୍‌,କ୍ୟାଲସିୟମ୍‌,...

ଝୁମୁକା ଫ୍ୟାଶନ: ଜାଣନ୍ତୁ ଲାଟେଷ୍ଟ ଡିଜାଇନ

ଏହା ଏକ ପ୍ରକାର କ୍ଲାସିକ୍‌ ଇୟର ରିଂ, ଯାହାର ଚାହିଦା ମହିଳାମାନଙ୍କ ଗହଣରେ ପୂର୍ବରୁ ଥିଲା ଆଉ ଏବେ ବି ଅଛି। କହିବାକୁ ଗଲେ, ଭାରତୀୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *