ରାଜ୍ୟରେ ଆଜି ୩୭୨ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରବିବାର ରାଜ୍ୟରେ ୩୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଅନୁଗୋଳରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭ ଏବଂ ଖୋର୍ଦ୍ଧାରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୫, ବରଗଡ଼ ୧୦, ବଲାଙ୍ଗୀର ୧୨, ବୌଦ୍ଧ ୩, କଟକ ୨୬, ଦେବଗଡ଼ ୭, ଢେଙ୍କାନାଳ ୨, ଗଜପତି ୨, ଗଞ୍ଜାମ ୩, ଜଗତସିଂହପୁର ୭, ଯାଜପୁର ୧୦, ଝାରସୁଗୁଡ଼ା ୫, କଳାହାଣ୍ଡି ୮, କେନ୍ଦ୍ରାପଡ଼ା ୧୧, କେନ୍ଦୁଝର ୧୨, କୋରାପୁଟ ୧, ମାଲକାନଗିରି ୧, ମୟୂରଭଞ୍ଜ ୨୪, ନବରଙ୍ଗପୁର ୪, ନୟାଗଡ଼ ୩, ନୂଆପଡ଼ା ୧୨, ପୁରୀ ୨୮, ରାୟଗଡ଼ା ୪ ଏବଂ ସମ୍ବଲପୁରରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୯।

ସେହିପରି ଆଜି ରାଜ୍ୟରେ ୪ ଜଣଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ବେଳେ ୩୨,୧,୩୦୮ଜଣ ସୁସ୍ଥ ହୋଇଛନ୍ତି। ୩୦୩୫ ଜଣ ଚିକିତ୍ସିତ ହେଉଛନ୍ତି। ୧୮୩୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri