ଭାଲୁ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର,୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ କମଲାଙ୍ଗି ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଆହତ ହୋଇଛନ୍ତି। ରବିବାର ସକାଳେ ପାଖ ଜଙ୍ଗଲକୁ ହରେକୃଷ୍ଣ ବିଶୋୟୀ ଶୌଚ ହେବାକୁ ଯାଇଥିବାବେଳେ ବଣୁଆ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ ତେଲକୋଇ ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


All Right Reserved By

କରଞ୍ଜିଆରେ ବିଜେଡି ଓ ଯଶିପୁରରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୬୭୨ ଭୋଟରେ ଆଗୁଆ ଅଛନ୍ତି। ବିଜେଡି...

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ...

ମାଛ ଧରୁଥିବା ବେଳେ ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ବାହାନଗା, ୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଷଠୀ ଗ୍ରାମର ଜଣେ ଯୁବକ ମାଛ ଧରୁଥିବା ବେଳେ ପୋଖରୀରେ ବୁଡି ତାଙ୍କର ମୃତ୍ୟୁ ଘଟିଛି। ସେ...

ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି।...

ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୨ରୁ ୧୫କୋଟି ଟଙ୍କା

ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ...

ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଗିରଫ

ଭୋଗରାଇ,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି...

ବିଦ୍ୟୁତ୍‌ ଆଘାତରେ ହେଲ୍‌ପର ମୃତ, ଡ୍ରାଇଭର ଗୁରୁତର

ବାସୁଦେବପୁର, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ହାବେଳିସାହୀ ନିକଟରେ ଗୁରୁବାର ରାତିରେ ଏକ ଟ୍ରକ୍‌ରୁ ବାଲି ଅନ୍‌ଲୋଡ଼ ହେଉଥିଲା। ଏହି ସମୟରେ ନିକଟଦେଇ ଯାଇଥିବା...

ଭଙ୍ଗା ଯାଉନି ବିପଦସଙ୍କୁଳ ସ୍କୁଲ ଗୃହ

ତିହିଡ଼ି, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୁବେରା ପଞ୍ଚାୟତ ଇଟାଗଡ଼ି ପ୍ରାଥମିକ ସ୍କୁଲ ପରିସରରେ ଥିବା ଏକ ପୁରାତନ ସ୍କୁଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *