୯ ବର୍ଷରେ ଭଙ୍ଗାଯାଇଛି ୩,୭୨୧ ଘର-ମନ୍ଦିର, ଚିନ୍ତା ବ୍ୟକ୍ତ କଲା ଜାତିସଂଘ…

ଢାକା,୧୯।୧୦: ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ଜାରି ରହିଛି। ଗତ ସପ୍ତାହରେ ରଙ୍ଗପୁର ଜିଲାରେ ସୃଷ୍ଟି ହୋଇଥିବା ହିଂସା ଏବେ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ୪୯ ଜଣଙ୍କୁ ଗିରଫ କରାଯାଇଥିବାବେଳେ ସମ୍ବେଦନଶୀଳ ଏବଂ ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।

ହିନ୍ଦୁଙ୍କ ଉପରେ ଅତ୍ୟାଚାର ନେଇ ଜାତିସଂଘ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ସରକାର ପକ୍ଷରୁ ଘଟଣାର ନିରପେକ୍ଷ ଯାଞ୍ଚ୍‌ କରାଯିବା ଲାଗି ଜାତିସଂଘ ପକ୍ଷରୁ କୁହାଯାଇଛି। ବାଂଲାଦେଶରେ ଅବସ୍ଥାପିତ ଜାତିସଂଘର ଆବାସିକ କୋର୍ଡିନେଟର ମିୟା ସେପ୍ପୋ ହିଂସା ନେଇ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କରାଯାଉଥିବା କଣ୍ଟେଟ୍‌ରେ ଆପତ୍ତିଜନକ ମନ୍ତବ୍ୟ ଦିଆଯାଉଥିବା କହିଛନ୍ତି। ଏହା ଦେଶର ସାମ୍ବିଧାନିକ ମୂଲ୍ୟବୋଧର ବିପରୀତ ବୋଲି ସେ ପ୍ରକାଶ କରିଛନ୍ତି।

ବାଂଲାଦେଶର ଏନ୍‌ ଓ ସାଲିଶ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଗତ ୯ ବର୍ଷ ମଧ୍ୟରେ ଦେଶରେ ୩,୭୨୧ ହିନ୍ଦୁଙ୍କ ଘର ଏବଂ ମନ୍ଦିର ଭଙ୍ଗାଯାଇଛି। ଏଥିରୁ ଜଣାପଡୁଛି ଯେ, ପ୍ରତିବର୍ଷ ଏଭଳି ୪୧୩ ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri