Posted inଜାତୀୟ

ଗୁରୁବାର ଘର ବାହୁଡ଼ିବେ ୩,୭୨୬ ଛାତ୍ରୀଛାତ୍ର-ଭାରତୀୟ…

ନୂଆଦିଲ୍ଲୀ,୩।୩ : ଅପରେଶନ ଗଙ୍ଗା ଅନ୍ତର୍ଗତ ଗୁରୁବାର ୟୁକ୍ରେନରୁ ୩,୭୨୬ ଛାତ୍ରୀଛାତ୍ର-ଭାରତୀୟଙ୍କୁ ଫେରାଇ ଅଣାଯିବ। କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ସୂଚନା ଦେଇଛନ୍ତି। ଏନେଇ ୧୮ଟି ବିମାନ ଉଡାଣ କରିବ।

ସେ କହିଛନ୍ତି ଯେ ବୁକାରେଷ୍ଟରୁ ୮ଟି ବିମାନ, ସୁସଓ୍ବୋ ଠାରୁ ୨ ଟି ବିମାନ, କୋସାଇସରୁ ଗୋଟିଏ ବିମାନ ଭାରତ ଅଭିମୁଖେ ଉଡ଼ାଣ କରିବ। ସେହିପରି ବୁଦ୍ଧାପେଷ୍ଟରୁ ୫ ଟି ବିମାନ ଏବଂ ରିଜଜୋରୁ ୩ ଟି ବିମାନ ଭାରତୀୟ ଛାତ୍ରୀଛାତ୍ର ଏବଂ ଅନ୍ୟମାନଙ୍କୁ ଏୟାର ଲିଫ୍ଟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋତିଆବିନ୍ଦୁ ଅସ୍ତ୍ରୋପଚାର ପରେ ୧୫ ଜଣ ହରାଇଲେ ଦୃଷ୍ଟିଶକ୍ତି

ମୁଜାଫାରପୁର,୨।୧୨: ଉତ୍ତର ବିହାର ଏହି ଜିଲାରେ ଏକ ହସ୍ପିଟାଲ ଦ୍ୱାରା ଆୟୋଜିତ ମାଗଣା କ୍ୟାମ୍ପରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଇଥିବା ଅତିକମ୍‌ରେ ୧୫ ଜଣ ସମ୍ପୂର୍ଣ୍ଣ ଦୃଷ୍ଟିଶକ୍ତି...

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଇଣ୍ଡିଗୋ ଏୟାର ଲାଇନ୍ସର ବିମାନ, ଟେକଅପ୍ ପୂର୍ବରୁ ଇଞ୍ଜିନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୯ ।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନକୁ ଶୁକ୍ରବାର ଏମରଜେନ୍ସି ଲ୍ୟାଣ୍ଡିଂ କରିବାକୁ ପଡିଛି । ବିମାନଟି ରନୱେରେ ଟେକ୍...

ଜଣେ ଭଗତ ସିଂ ଦେଶପାଇଁ ଜୀବନ ଦେଲେ ଅନ୍ୟ ଜଣେ ଗଣତନ୍ତ୍ରକୁ ହତ୍ୟା କଲେ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ପ୍ରକାଶ କରିଛନ୍ତି। ହେଲେ ଏହାପୂର୍ବରୁ ଶିବସେନା ନେତା ସଞ୍ଜୟ ରାଉତ ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର...

କାନାଡାର ଅଭିଯୋଗକୁ ପ୍ରତ୍ୟାଖ୍ୟାନ କଲା ଭାରତ

ନୂଆଦିଲ୍ଲୀ/ଓଟାଓ୍ବା,୧୯।୯: ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜରଙ୍କ ହତ୍ୟାରେ ଭାରତୀୟ ଏଜେଣ୍ଟଙ୍କ ହାତ ଥାଇପାରେ ବୋଲି କାନାଡା ଅଭିଯୋଗକୁ ଭାରତ ମଙ୍ଗଳବାର ପ୍ରତ୍ୟାଖ୍ୟାନ କରିଛି। କାନାଡାର...

ସର୍ବପ୍ରଥମେ ୨ ଜିଲାରୁ ହଟିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସମଗ୍ର ଦେଶରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଛନ୍ତି। ପୂର୍ବରୁ ଏହା ଏପ୍ରିଲ...

୪୧ ସହରରେ ହେବ କରୋନା ଔଷଧର ଫ୍ରି ଡେଲିଭରୀ…

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଡକ୍ଟର ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଆଭିଗନର...

ଗୋବର କିଣିବେ ସରକାର: ଚାଷୀ ହେବେ ମାଲାମାଲ୍‌

ରାୟପୁର, ୬।୭: ଛତିଶଗଡ଼ ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ସରକାର ଚାଷୀଙ୍କଠାରୁ କିଲୋ ପିଛା ଦେଢ଼...

ଦିଲ୍ଲୀରୁ ଆସିଲା ଖୁସି ଖବର: ଜାନୁୟାରୀ ସୁଦ୍ଧା ଭାରତରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ,୩।୧୨: ଭାରତରେ କରୋନା ମହାମାରୀ ଥମିବାର ନା ଧରୁନି। ଏପରିସ୍ଥଳେ ଗୁରୁବାର ଦିଲ୍ଲୀରୁ ଖୁସି ଖବର ଆସିଛି। ଜାନୁୟାରୀ ସୁଦ୍ଧା ଦେଶରେ କରୋନା ଟିକା ମିଳିବ...

Advertisement
Archives

Model This Week