Posted inଜାତୀୟ

ଆମେରିକାଠାରୁ ତୋପ କିଣିବ ଭାରତ

ନୂଆଦିଲ୍ଲୀ,୭।୭: ପାକିସ୍ତାନ ଲଗାତର ଜମ୍ମକଶ୍ମୀରରେ ସୀମା ଉଲ୍ଲଂଘନ କରୁଥିବା ନଜିର ରହିଛି। ଏବେ ପାକିସ୍ତାନକୁ ଉଚିତ୍‌ ଜବାବ ଦେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ନିୟନ୍ତ୍ରଣ ରେଖାରେ ପ୍ରୟୋଗ ପାଇଁ ଭାରତ ଆମେରିକାଠାରୁ ତୋପ କିଣିବ ବୋଲି ସୂଚନା ମିଳିଛି। ଏହି ତୋପ ୫୦ କିମି ଦୂର ଯାଏ ନିର୍ଦ୍ଦିଷ୍ଟ ଭାବେ ଲକ୍ଷ୍ୟଭେଦ କରିପାରିବ। ଜିପିଏସ ବ୍ୟବହାର କରି ଲକ୍ଷ୍ୟ ଭେଦ କ୍ଷମତା ରଖିଛି ଏହି ତୋପ। ଆଫଗାନିସ୍ତାନରେ ଆମେରିକା ଏହାର ସଫଳ ବ୍ୟବହାର କରିସାରିଛି।


All Right Reserved By Dharitri.Com

ଆତଙ୍କବାଦୀ ଆକ୍ରମଣ ଆଶଙ୍କା: କର୍ନାଟକରେ କଡ଼ା ସୁରକ୍ଷା

ବେଙ୍ଗାଲୁରୁ,୧୮ା୮(ପି.ଟି.): ଦକ୍ଷିଣ ଭାରତୀୟ ରାଜ୍ୟ କର୍ନାଟକରେ ଆତଙ୍କବାଦୀ ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା ସୂଚନା ମିଳିବା ପରେ ସେଠାର ବୃହତ୍‌ ସହରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା...

ଧାନର ଏମ୍‌ଏସ୍‌ପି ୬୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ...

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ...

କଶ୍ମୀରରେ ସରକାରୀ ଅଫିସ ଖୋଲିଲା

ନୂଆଦିଲ୍ଲୀ,୧୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସମ୍ଭାବ୍ୟ ଆଇନଶୃଙ୍ଖଳା ସମସ୍ୟାକୁ ଆଖିଆଗରେ ରଖି ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣା ପର୍ଯ୍ୟାୟକ୍ରମେ ହଟାଇଦେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।...

ଦିଲ୍ଲୀରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ମୋଦି, ସୋନିଆଙ୍କୁ କରିବେ ସାକ୍ଷାତକାର

ନୂଆଦିଲ୍ଲାୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବେସେନା ମୁଖ୍ୟ ଉଦ୍ଧବ ଠାକରେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ଉଦ୍ଧବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ

ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ...

ଟିଏମ୍‌ସିକୁ ପୁଣି ଲାଗିଲା ଧକ୍କା ୧୨ କାଉନ୍‌ସିଲରଙ୍କ ସହ ଜଣେ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନ ବେଳରୁ ଭାଜପା ଓ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତି ମଧ୍ୟରେ କେତେଜଣ...

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ଲାଗିଲା ନିଆଁ: ନୌସେନା ଅଧିକାରୀ ଶହୀଦ

କରଓ୍ବର,୨୬।୪: କର୍ନାଟକର କରଓ୍ବର ବିମାନ ବନ୍ଦରରେ ଶୁକ୍ରବାର ଯୁଦ୍ଧ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ପ୍ରବେଶ କରିବା ସମୟରେ ଏଥିରେ ନିଆଁ ଲାଗି ଯାଇଥିଲା। ଏହି ନିଆଁ...

Leave a comment

Your email address will not be published. Required fields are marked *