ବିଦେଶରେ କରୋନା ନେଲାଣି ୩୭୩ ଭାରତୀୟ ନାଗରିକଙ୍କ ଜୀବନ

ନୂଆଦିଲ୍ଲୀ, ୨୧।୯: ବିଦେଶରେ ରହୁଥିବା ୧୧ ହଜାର ୬୦୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋମବାର ସଂସଦରେ ସୂଚନା ଦିଆଯାଇଛି।
ଏକ ପ୍ରଶ୍ନର ଲିଖିତ ଉତ୍ତରରେ ବର୍ହି ବ୍ୟାପାର ମନ୍ତ୍ରୀ ଭି. ମୂରଲୀଧରନ କହିଛନ୍ତି, ଇଣ୍ଡିଆନ୍‌ ମିଶନ ଦ୍ୱାରା ସେପ୍ଟେମ୍ବର ୧୦ ସୁଦ୍ଧା ସଂଗୃହିତ ତଥ୍ୟ ଅନୁଯାୟୀ, ୧୧ ହଜାର ୬୧୬ଜଣ ଭାରତୀୟ ନାଗରିକ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ଯେଉଁଥିରେ ସୌଦୀ ଆରବରେ ସର୍ବାଧିକ ୨୮୪ ଭାରତୀୟ ପ୍ରାଣ ହରାଇ ଥିବାବେଳେ ଏହା ପଛକୁ ବାହାରିନ୍‌ (୩୦) ଓ ୟୁଏସ୍‌ (୧୩) ରହିଛି। ସେହିଭଳି ସର୍ବାଧିକ ଭାରତୀୟ ନାଗରିକ ସଂକ୍ରମିତ ହୋଇଥିବା ଦେଶ ମଧ୍ୟରେ ସିଙ୍ଗାପୁର (୪,୬୧୮ ଜଣ), ବାହାରିନ (୨,୬୩୯), କୁଏତ୍‌ (୧,୭୬୯), ଓମାନ (୯୦୭), କ୍ୱାତାର (୪୨୦), ଇରାନ (୩୦୮), ୟୁଏଇ (୨୩୮), ଇଟାଲୀ (୧୯୨) ଓ ମାଲେସିଆ (୬୦) ରହିଥିବା ମୂରଲୀଧରନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri