ରାଜ୍ୟରେ ୩୭୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୦ ହଜାର ୯୬୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୬, ବାଲେଶ୍ୱରରୁ ୧୪, ବରଗଡ଼ରୁ ୪, ଭଦ୍ରକରୁ ୬, କଟକରୁ ୧୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୫, ଜଗତ୍‌ସିଂହପୁରରୁ ୧୧, ଯାଜପୁରରୁ ୧୩, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୧, ନୂଆପଡାରୁ ୮, ପୁରୀରୁ ୭, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri