ରାଜ୍ୟରେ ୩୭୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୦ ହଜାର ୯୬୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୬, ବାଲେଶ୍ୱରରୁ ୧୪, ବରଗଡ଼ରୁ ୪, ଭଦ୍ରକରୁ ୬, କଟକରୁ ୧୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୫, ଜଗତ୍‌ସିଂହପୁରରୁ ୧୧, ଯାଜପୁରରୁ ୧୩, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୧, ନୂଆପଡାରୁ ୮, ପୁରୀରୁ ୭, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri