ବାଗଡ଼ିଆ-ପୁରୁଣାଗଡ଼ ରାସ୍ତା ଶୋଚନୀୟ

ଛେଣ୍ଡିପଦା,୮ା୭(ଡି.ଏନ.ଏ.)  ଛେଣ୍ଡିପଦା ବ୍ଲକ ବାଗଡିଆ-ପୁରୁଣାଗଡ ଦଳିତ ସାହି ଗ୍ରାମ ରାସ୍ତା ରକ୍ଷଣାବେକ୍ଷଣ ତଥା ମରାମତି ଅଭାବରୁ ଶୋଚନୀୟ ହୋଇପଡିଛି। ପ୍ରାୟ ୨ କିମି ବିଶିଷ୍ଟ ଏହି ମାଟି ରାସ୍ତା ବର୍ଷା ହେଲେ କଦର୍ଯ୍ୟ ହୋଇପଡୁଛି। ଫଳରେ ଲୋକେ ଯାତାୟାତବେଳେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଏହି ରାସ୍ତା ଉପରେ ବାଗଡିଆ, ଟାଙ୍ଗିରୀ, ପୁରୁଣାଗଡ, ପୋଡାପଡା ଆଦି ଗ୍ରାମର ଲୋକେ ନିର୍ଭର କରୁଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ଉକ୍ତ ରାସ୍ତା କରାଯିବାକୁ ଦାବି ହୋଇଛି।


All Right Reserved By Dharitri.Com

ମେରାମଣ୍ଡଳୀ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ: ଜରୁରୀ ସେବା ବାଧାପ୍ରାପ୍ତ, ତାତିଲେ ଜନତା

ଢେଙ୍କାନାଳ ଅଫିସ, ୩ା୭ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ମେରାମଣ୍ଡଳୀ ସବ୍‌ଷ୍ଟେଶନ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ସୀମା ଟପିଲାଣି। ବାରମ୍ବାର ବିଦ୍ୟୁତ୍‌ କାଟ୍‌...

ଜିଲା ବିଜ୍ଞାନ କେନ୍ଦ୍ରକୁ ପୂରିଲା ୨୫ ବର୍ଷ: ‘ବିଜ୍ଞାନ ପ୍ରତି ଅନୁସନ୍ଧିତ୍ସୁ ହୁଅ’

ଢେଙ୍କାନାଳ ଅଫିସ, ୬ା୬: ବିଜ୍ଞାନ ଏକ କଷ୍ଟକର ବିଷୟ ବୋଲି ଅଧିକାଂଶ ଛାତ୍ରୀଛାତ୍ରଙ୍କ ଧାରଣା ରହିଛି, ଯାହା ଅମୂଳକ। ବିଜ୍ଞାନ ପ୍ରତି ଅନିସନ୍ଧୁତ୍ସୁ ମନୋଭାବ ରହିଲେ ଏହା...

ଅନୁଗୋଳ ଜିଲାରେ ୭୨.୮୧ ପ୍ରତିଶତ ପାସ୍‌

ଅନୁଗୋଳ ଅଫିସ, ୨୨।୫- ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ମୋଟ୍‌ ୭୨.୮୧ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ତେବେ ପୂର୍ବବର୍ଷ ଅପେକ୍ଷା ପାସ୍‌ ହାର...

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ...

କାମାକ୍ଷାନଗର: ୯ମ ରାଉଣ୍ଡ ଶେଷପ୍ରଫୁଲ୍ଲ ୪୭୭୧ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ତାଙ୍କ ଖାତାରେ ୨୦,୧୫୭ ଖଣ୍ଡ...

ତାଳଚେରରେ ସୁଧୁରୁନି ବିଦ୍ୟୁତ୍‌ ସେବା

ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି।...

ମୌସୁମୀ ପହଞ୍ଚିଲେ ଜୋର୍‌ ଧରିବ ଚାଷ କାର୍ଯ୍ୟ : ନିଅଣ୍ଟ ବିହନକୁ ନେଇ ଚିନ୍ତାରେ ଚାଷୀ

ଅନୁଗୋଳ ଅଫିସ, ୧୬।୬ – ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ ପରେ ଚାଷ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି ଚାଷୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ କ୍ଷେତରୁ ଭଲ...

ରିଲାଏନ୍ସ ଜୁଏଲ୍‌ସର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୭।୪- ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍‌ସ ପକ୍ଷରୁ ଅନୁଗୋଳର ଅମଲାପଡ଼ାଠାରେ ଥିବା ଅନୁଶପିଙ୍ଗ ମଲରେ ଏହାର ଫ୍ଲାଗ୍‌ଶିପ୍‌ ଶୋ ରୁମ୍‌ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି।...

Leave a comment

Your email address will not be published. Required fields are marked *