ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହୋଇଛି ୩୭୫ ସଂକ୍ରାମକ ରୋଗ, ୨୧୮ ରୋଗ ବିପଜ୍ଜନକ…

ଲଣ୍ଡନ, ୯।୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀରେ ୩୭୫ ପ୍ରକାର ସଂକ୍ରାମକ ରୋଗ ସୃଷ୍ଟି ହୋଇଛି। ସେଥିମଧ୍ୟରୁ ୨୧୮ଟି ରୋଗ ବିପଜ୍ଜନକ ବୋଲି ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ନେଚର ପତ୍ରିକାରେ ଏହା ପ୍ରକାଶିତ ହୋଇଛି। ଓ୍ବିକ୍ସୋନ୍ସିନ୍‌ ମେଡ଼ିସିନ୍‌ ବିଶ୍ୱ ବିଦ୍ୟାଳୟର ଗ୍ଲୋବାଲ ହେଲଥ୍‌ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଜେନାଥନ୍‌ ପାଟଜ୍‌ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ ସହିତ ବିଭିନ୍ନ ରୋଗ ଯୋଗୁ ସଙ୍କଟ ସୃଷ୍ଟି ହେବାରେ ଲାଗିଛି।

ସେହିପରି ରୋଗର ଲକ୍ଷଣ ପ୍ରକାଶରେ ମଧ୍ୟ ପରିବର୍ତ୍ତନ ହେବାରେ ଲାଗିଛି। ଏହା ଅତ୍ୟନ୍ତ ଚିନ୍ତା ଜନକ ବିଷୟ ବୋଲି ସେ କହିଛନ୍ତି। ରିପୋର୍ଟରେ କୁହାଯାଇଛି ଜଳବାୟୁ ପରିବର୍ତ୍ତନ ଯୋଗୁ ୯ ଟି ରୋଗ କମ୍‌ ବିପଜ୍ଜନକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରପେକ୍ଷ ତଦନ୍ତ ପ୍ରତିଶ୍ରୁତି ଦେଲେ ଗୋଟାବାୟା

କଲମ୍ବୋ, ୨୧ା୪: ଶ୍ରୀଲଙ୍କାରେ ଆର୍ଥତ୍କ ସଙ୍କଟ ନେଇ ସରକାରୀ ବିରୋଧୀ ଆନ୍ଦୋଳନ ଜାରି ରହିଥିବାବେଳେ ମଙ୍ଗଳବାର ଅପରାହ୍ନରେ ରାମବୁକାନାଠାରେ ପୋଲିସ ଗୁଳିରେ ପ୍ରଥମ କରି ଜଣେ...

୫ ଗୁଣ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ଏହି କରୋନା ଟିକା

ଓ୍ବାଶିଂଟନ୍‌,୨୧ା୮: ଆମେରିକୀୟ କମ୍ପାନୀ ଫାଇଜର ଏବଂ ଜର୍ମାନ କମ୍ପାନୀ ବାୟୋନୋଟେକ୍‌ ଦ୍ୱାରା ଉତ୍ପାଦିତ ଏକ ନୂତନ କରୋନା ଭାଇରସ୍‌ ଟିକା ବହୁତ ଭଲ ଫଳାଫଳ ଦେଉଛି।...

ଓମିକ୍ରନ୍‌ ଆତଙ୍କ, ଦ୍ରୁତ ବେଗରେ ବଢୁଛି ସଂକ୍ରମଣ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୧୧: ପୃଥିବୀର ବହୁ ଦେଶରେ ପୁଣି ଲକ୍‌ଡାଉନ୍‌ ଫେରିଛି। କରୋନା ମହାମାରୀ ସଂକ୍ରମଣର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା...

୯ ମହଲା ଆପାଣ୍ଟମେଣ୍ଟ ଉପରେ କ୍ଷେପଣାସ୍ତ୍ର ମାଡ କଲା ରୁଷିଆ

କ୍ୱିଭ୍‌,୧୪।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ୟୁକ୍ରେନ୍‌ର ରାଜଧାନୀ କ୍ୱିଭ୍‌କୁ ଦଖଲ କରିବା ପାଇଁ ରୁଷିଆ ସେନା ଲଗାତର ସେଠାରେ...

ଉତ୍ତର କୋରିଆକୁ ଆମେରିକା-ଜାପାନର ଭର୍ତ୍ସନା

ସିଓଲ,୮ା୬: କରୋନା ମହାମାରୀ ପରି ଖରାପ ସମୟରେ ଉତ୍ତର କୋରିଆ ଗୋଟେ ପରେ ଗୋଟେ କ୍ଷେପଣାସ୍ତ୍ର ପରୀକ୍ଷଣ କରିଚାଲିଛି। ଏନେଇ ଦକ୍ଷିଣ କୋରିଆ, ଆମେରିକା ସମେତ...

ବିବାହରେ ଗୀତ ବାଜିବାରୁ ୧୩ ଜଣଙ୍କୁ ହତ୍ୟା କଲେ ତାଲିବାନ

କାବୁଲ,୧।୧୧: ତାଲିବାନ ଶାସନର ଆଉ ଏକ କ୍ରୁର ଚିତ୍ର ଦେଖିବାକୁ ମିଳିଛି। ବିବାହରେ ମାଇକ୍‌ ବାଜିବାରୁ ତାଲିବାନ ମାନେ ୧୩ ଜଣଙ୍କୁ ହତ୍ୟା କରିଛନ୍ତି। ଆଫଗାନିସ୍ତାନର...

କେରଚ୍‌ ବ୍ରିଜ୍‌ ବିସ୍ଫୋରଣ ପରେ ରୁଷିଆର ରକେଟ୍‌ ମାଡ଼: ୧୭ ମୃତ

ଜାପୋରିଝିଆ,୯ା୧୦: ରୁଷିଆକୁ କ୍ରିମିଆ ଉପଦ୍ୱୀପ ସହ ଯୋଡ଼ୁଥିବା ୟୁରୋପର ଦୀର୍ଘତମ କେରଚ୍‌ ବ୍ରିଜ୍‌ ଶନିବାର ବିସ୍ଫୋରଣରେ କ୍ଷତିଗ୍ରସ୍ତ ହେବା ପରେ ମସ୍କୋ ୟୁକ୍ରେନ୍‌ର ଜାପୋରିଝିଆ ସହର...

୫ବର୍ଷ ଧରି ଜେଲେନ୍‌ସ୍କିଙ୍କୁ ଡେଟ୍‌ କରୁଛନ୍ତି ପୁଟିନ୍‌ଙ୍କ ଲଳନା

ମସ୍କୋ, ୧୯ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସାନ ଝିଅ କ୍ୟାଟେରିନା ଟିଖୋନୋଭାଙ୍କ ନୂଆ ପ୍ରେମିକଙ୍କ ନାଁ ଏବେ ଚର୍ଚ୍ଚାରେ। ଏହି ରୁଷୀୟ ବାଲେଟ୍‌ ଡ୍ୟାନ୍ସର...

Advertisement
Archives

Model This Week