Posted inଜାତୀୟ

ଦରକାର ପଡିଲେ ସବୁ କଂଗ୍ରେସ ବିଧାୟକ ଇସ୍ତଫା ଦେବେ: ପରମେଶ୍ୱର

ବେଙ୍ଗାଲୁରୁ,୮।୭: କର୍ନାଟକରେ ଜେଡିଏସ୍‌ ଓ କଂଗ୍ରେସର ୧୪ ବିଧାୟକ ଇସ୍ତଫା ଦେବା ପରେ ଏବେ ଘୋର ସଙ୍କଟରେ କର୍ନାଟକ ସରକାର। ତେବେ ସରକାରଙ୍କୁ ବଞ୍ଚାଇବାକୁ ଦରକାର ପଡିଲେ ସବୁ କଂଗ୍ରେସ ବିଧାୟକ ଇସ୍ତଫା ଦେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱର। କର୍ନାଟକ ସରକାରଙ୍କୁ ଭାଙ୍ଗିବାରେ ଭାଜପାର ବଡ ଭୂମିକା ଥିବା ସେ କହିଛନ୍ତି। ତେଣୁ ସୋମବାର ସେ କଂଗ୍ରେସ ବିଧାୟକଙ୍କୁ ନେଇ ଏକ ଜରୁରୀ ବୈଠକର ଆୟୋଜନ ମଧ୍ୟ କରିଛନ୍ତି।


All Right Reserved By Dharitri.Com

ଘରେ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଉପରେ ନଜର ରଖିବାକୁ ଆପ୍ ଲଞ୍ଚ କଲେ ଗୋଆ ସରକାର

ପଣଜୀ,୫ ।୪: କରୋନା ସଂକ୍ରମଣ କାରଣରୁ ଯେଉଁମାନେ ଘରେ କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଗୋଆ ସରକାର ଜିପିଏସ୍ ବେସ୍‌ଡ ଲୋକେଶନ ଟ୍ରାକର...

ଦୁର୍ଘଟଣା ରୋକିବା ପାଇଁ ରାତି ସାରା ପାଟ୍ରୋଲିଂ କରୁଛନ୍ତି ମହିଳା

ମୁମ୍ବାଇ,୩।୬: ଦେଶରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢିବାରେ ଲାଗିଛି। ବିଳମ୍ବିତ ରାତିରେ ଟ୍ରାଫିକ୍‌ ଚାଲିଯିବା ପରେ ବଢୁଛି ଦୁର୍ଘଟଣା। ଏମିତିକି ପୋଲିସ ପାଟ୍ରୋଲିଂ ନ...

ନିର୍ଭୟା ମାମଲାରେ ହାଇକୋର୍ଟ ଗଲେ ବିନୟ ଶର୍ମା

ନୂଆଦିଲ୍ଲୀ,୧୪ା୩(ପି.ଟି.): ଫାଶୀ ପାଇବାକୁ ଆଉ ସପ୍ତାହେ ବାକି ଥିବାବେଳେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଅନ୍ୟତମ ଅପରାଧୀ ବିନୟ ଶର୍ମା ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ...

ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବ୍ୟାପିଲା ଛାତ୍ର ଆନ୍ଦୋଳନ

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ଏବଂ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ) ପରିସରରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ସୋମବାର...

ସୋଲାର ପ୍ଲାଣ୍ଟରୁ ମାସକୁ ଆୟ ୪ ଲକ୍ଷ ଟଙ୍କା

ପୌଡ଼ି: ‘ଆମେ ନିଜେ କିଛି କରିବୁ’ ଏଭଳି ବିଚାର କରୁଥିବା ଯୁବକମାନଙ୍କୁ ଧୀରେନ୍ଦ୍ର ସିଂ ରାଓତଙ୍କ ଠାରୁ କିଛି ଶିଖିବାକୁ ପଡିବ। ୩୧ ବର୍ଷ ଧରି...

ନୌଶେରା ସେକ୍ଟରରେ ସର୍ଚ୍ଚ ଅପରେଶନ୍‌: ୨ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର, ୧।୧: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌଶେରା ସେକ୍ଟରରେ ନୂଆବର୍ଷରେ ଏକ ସର୍ଚ୍ଚ ଅପରେଶନ୍‌ରେ ୨ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଛନ୍ତି। ନିୟନ୍ତ୍ରଣ ରେଖାରେ...

କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ବେଙ୍ଗାଲୁରୁ,୫।୧୨: କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହାର ଫଳାଫଳ ୯ ତାରିଖରେ ପ୍ରକାଶ ପାଇବ।...

ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ...

Leave a comment

Your email address will not be published. Required fields are marked *